ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସ୍ତରରେ ୪୫ରୁ ଊର୍ଦ୍ଧ ବୟସର ଲୋକଙ୍କୁ ଟିକାର ପ୍ରଥମ ଓ ଦ୍ୱିତୀୟ ଡୋଜ ଦିଆଯାଉଛି। ଜିଲାର ହିଞ୍ଜିଳି ମୁନିସିପାଲିଟିରେ ଏହି ବର୍ଗ ପାଇଁ ଟିକାକରଣ କେନ୍ଦ୍ର ଖୋଲାଯାଇଛି। ଏଠାରେ ଟିକା ନେବା ପରେ ସେଲ୍ଫି ଉଠାଇବା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଟିକାକରଣ କେନ୍ଦ୍ର ବାହାରେ ସେଲ୍ଫି ବୁଥ କରାଯାଇଛି।
ଲୋକଙ୍କୁ ଟିକା ନେବା ପାଇଁ ଆକୃଷ୍ଟ କରିବା ପାଇଁ ଏପରି ବ୍ୟବସ୍ଥା କରାଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ
ନିରାକାରପୁର,୨ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ...
ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ
ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...
ଏଥର ଛେରାପହଁରା କରିବେନି ଗଜପତି ମହାରାଜା
ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ...
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...
ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...
୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...


