ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍ ସାମିଲ ଅଛି। ଏସବୁ ଓ୍ବେବସାଇଟ୍କୁ ଖୋଲିବା ମାତ୍ରେ ତାହା ଏରର୍ ଦେଖାଯାଉଛି। ଅଧ ଘଣ୍ଟା ହେବ ଆକ୍ସେସ୍ କରିବାରେ ଅସୁବିଧା ହେଉଛି। ଏହି ଗ୍ଲୋବାଲ୍ ଆଉଟେଜ୍ରେ ଆମାଜନ ରିଟେଲର ୱେବସାଇଟ ମଧ୍ୟ ଠପ୍ ହୋଇଯାଇଛି। ଡେଭଲପର୍ ଓରିଏଣ୍ଟେଟେଡ୍ ୱେବସାଇଟ GIT HUB ମଧ୍ୟ ଡାଉନ୍ ଅଛି। ମଙ୍ଗଳବାର ଦ୍ୱିପହରରେ ଭାରତରେ ଇନ୍କମ୍ ଟ୍ୟାକ୍ସ ଓ୍ବେବସାଇଟ୍ ମଧ୍ୟ କ୍ରାସ୍ ହୋଇଯାଇଥିଲା।
ଏଲ୍ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର
ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ...
ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…
ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ...
ଲକ୍ଷ୍ୟ କେତେ ଦୂର
ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...
ସୋମବାରଠାରୁ ବାର୍-ପାର୍କ ଖୋଲା…
ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ...
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...
ଅଙ୍କୁର ଭାଟିଆଙ୍କ ପରଲୋକ
ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...
ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ
ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍ ସମୟରେ ଡ୍ରେନ ସଫା...
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍ଆଇ; ଆଉ ତା’ ପରେ…
ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍ଆଇ ବା ସବ୍-ଇନ୍ସପେକ୍ଟରଙ୍କ...


