E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
6:05 pmJune 8, 2021

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି ରହିଛି। ଆମେ କଥା ହେଉଛୁ ଟେଲିଭିଜନଜଗତର ଦୁଇ ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଯ୍ୟ ଏବଂ ନିଆ ଶର୍ମାଙ୍କ ବିଷୟରେ।

ଅଭିନେତା ପର୍ଲ ବି ପୁରୀ ବଳାତ୍କାର ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି। ଏକ ନାବାଳିକାଙ୍କ ସହ ସେ ଦୁର୍ବବ୍ୟହାର କରିଥିବା ଅଭିଯୋଗ ହେବା ପରେ ତାଙ୍କୁ ପୋସ୍କୋ ଆକ୍ଟ ଜରିଆରେ ଗିରଫ କରାଯାଇଥିଲା। ଘଟଣା ଚର୍ଚ୍ଚାରେ ରହିଥିବା ବେଳେ ଅଭିନେତାଙ୍କ ସମର୍ଥନରେ ଅନେକ କଳାକାର ବାହାରିଛନ୍ତି। ସେମାନଙ୍କ ମଧ୍ୟରୁ ନିଆ ଜଣେ। ହେଲେ ଦେବୋଲିନା କିଛିଟା ଭିନ୍ନ ଟିପ୍ପଣୀ ଦେଇଥିଲେ। ନାବାଳିକାଙ୍କ ପରିଚୟ ସାର୍ବଜନୀନ କରିବା ସହ ତାଙ୍କ ଚରିତ୍ର ଚିତ୍ରଣ କରାଯାଉଛି। ଏହା ଅନୁଚିତ, ଅଶୋଭନୀୟ। କୋର୍ଟ ତାର ରାୟ ପ୍ରକାଶ କରନ୍ତୁ। ଖାଲି ସୋସିଆଲ ମିଡିଆରେ କହିଲେ ପର୍ଲଙ୍କ ସହାୟତା ହୋଇପାରିବ ନାହିଁ। ଧାରଣାରେ ବସ, ନଖାଇ ନ ପିଇ ହରତାଳ କର। ହେଲେ ଏଭଳି ସାତ ବର୍ଷର ଏକ ଶିଶୁକୁ ଖରାପ କୁହନାହିଁ ବୋଲି ଦେବୋଲିନା କହିଥିଲେ।

ଏହି ଟୁଇଟ୍‌ର ଜବାବ ଦେଇଥିଲେ ନିଆ। ଦିଦିଙ୍କୁ କୁହ ମହାମାରୀର ସମୟ। ଧାରଣା କିମ୍ବା ମହମ ଶୋଭାଯାତ୍ରା କରିପାରିବା ନାହିଁ। ଦିଦିଙ୍କୁ କେବଳ ରିଲ୍‌ କରିବା ପୂର୍ବରୁ ଅଧିକ ଅଭ୍ୟାସ କରିବାର ଆବଶ୍ୟକତା ରହିଛି। ସେ କିନ୍ତୁ ଭାବୁଛନ୍ତି ସେ ବେଶ୍‌ ଭଲ କରୁଛନ୍ତି।

ଏହାର ପାଲଟା ଜବାବ ଦେଇଛନ୍ତି ଦେବୋଲିନା। କେହି ଜଣେ ଛୋଟ ଝିଅକୁ କହିଦିଅ କେବଳ ଫ୍ୟାଶନ୍‌ କରିବା ଦ୍ୱାରା କେହି ମଣିଷ ହୋଇଯାଏ ନାହିଁ। ଭଲ ଚିନ୍ତାଧାରା ଏବଂ ହୃଦୟର ଆବଶ୍ୟକତା ରହିଛି। ହେଲେ ତାଙ୍କ ପାଖେ ସେ ସବୁ ନାହିଁ। ମୋର ରିଲ୍‌ ଭଲ କି ଖରାପ ପ୍ରଶଂସକ ହିସାବ କରିବେ। ଏଥିରେ ବିଚାରପତି ନହୋଇ ଫଟୋଶୁଟ୍‌ ଉପରେ ଧ୍ୟାନ ଦିଅ। ଯିଏ ଗାଳି ଦେଉଛନ୍ତି ତାଙ୍କୁ ମୁଁ କହୁଛି। ତୁମକୁ ରାଗ କାହିଁକି ଲାଗିଲା ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ

ପଶ୍ଚିମବଙ୍ଗରେ ଟିଏମ୍‌ସି ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ବର୍ତ୍ତମାନ ସେ ତାଙ୍କ ବିବାହ ଏବଂ ମା’ହେବା ଖବର ପାଇଁ...

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ ପୂର୍ବରୁ ଆଇସିସିର ବଡ଼ ଘୋଷଣା
Next Post Next post:
ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts