E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…
7:05 pmJune 8, 2021

ନୂଆଦିଲ୍ଲୀ,୮।୬: ଅଷ୍ଟ୍ରେଲିଆ-ଇଂଲଣ୍ଡ ବିପକ୍ଷରେ ଦମ୍‌ଦାର ବ୍ୟାଟିଂ କରି ପ୍ରଶଂସିତ ହୋଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ସେ ଅନେକ ଉଲ୍ଲେଖନୀୟ ପାଳି ଖେଳିଥିଲେ। ଏବେ ପନ୍ତ ଇଂଲଣ୍ଡ ଗସ୍ତରେ ଥିବା ବେଳେ ସେ ଭଲ ପ୍ରଦର୍ଶନ କରିବେ ବୋଲି ଆଶା ଥିବା ଉଇକେଟକିପର-ବ୍ୟାଟ୍ସମ୍ୟାନ୍‌ ଦିନେଶ କାର୍ତ୍ତିକ କହିଛନ୍ତି। ଏହାଛଡ଼ା ଭବିଷ୍ୟବାଣୀ କରି ପନ୍ତ ଭାରତ ପାଇଁ ୧୦୦ ଟେଷ୍ଟ ଖେଳିବେ ବୋଲି ସେ କହିଛନ୍ତି।

ସ୍ପୋଟ୍ସ ଟୁଡେ ସହ ସାକ୍ଷାତକାରରେ କାର୍ତ୍ତିକ କହିଛନ୍ତି, ମୋତେ ଲାଗୁଛି କିଛି ସମୟ ଧରି ଲୟରେ ଅଛନ୍ତି ପନ୍ତ। କିଛି ପ୍ରଶଂସନୀୟ ପାଳି ସେ ଖେଳିଛନ୍ତି। ବିଶ୍ୱକପ୍‌ ଫାଇନାଲ ହେଉ ଅଥବା ଆଇପିଏଲ୍‌ ଫାଇନାଲ। ଚାପରେ ଥାଇ ମଧ୍ୟ ସେ ଭଲ ଖେଳି ପାରନ୍ତି। ସେ ଏଭଳି ଜଣେ ଖେଳାଳି ଯିଏ ସବୁ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ ଥାନ୍ତି। ଏହି ଚିନ୍ତାଧାରା ଯୋଗୁ ସେ ଦଳକୁ ମ୍ୟାଚ୍‌ ଜିତାଇବାରେ ସହାୟତା କରିବା ଲାଗି ମଉକା ଖୋଜି ପାଇଥାନ୍ତି। ଏସବୁକୁ ଦେଖିଲେ ଭାରତୀୟ କ୍ରିକେଟର ସେ ଜଣେ ଅଭିନ୍ନ ଅଙ୍ଗ ହୋଇ ରହିବେ। ସେ ୧୦୦ ଟେଷ୍ଟ ମ୍ୟାଚ୍‌ ଖେଳିଥିବା ଖେଳାଳିଙ୍କ ମଧ୍ୟରୁ ନିଶ୍ଚିତ ଭାବେ ଜଣେ ହେବେ। ଏହାଛଡ଼ା ସେ ସୀମିତ ଓଭର କ୍ରିକେଟ ମଧ୍ୟ ଖେଳିବେ ବୋଲି କାର୍ତ୍ତିକ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍‌ କ୍ୟାରିୟର୍‌

ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି...

ପଡିଆରେ ଟାଓ୍ବେଲ୍‌ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ

ସାଉଥାମ୍ପଟନ୍‌,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍‌ ନେଇ ଭାରତୀୟ ଦଳକୁ...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ପ୍ୟାରିସ୍‌,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...

ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍‌ ଗ୍ରେସ

ଭୁବନେଶ୍ୱର, ୧୮।୬(କ୍ରୀଡ଼ା ପ୍ରତିନିଧି)-ଟୋକିଓ ଅଲିମ୍ପିକ୍ସ ପାଇଁ ଗୁରୁବାର ୧୬ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି। ଏଥର ଦଳରେ ମାତ୍ର ଜଣେ ଓଡ଼ିଆ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍‌ ଚିହ୍ନଟ
Next Post Next post:
ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts