E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌
8:46 pmJune 8, 2021

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ ଥିବା ସଡ଼କ ସୁରକ୍ଷା ଆଇନ ଅନୁଯାୟୀ, ଅତ୍ୟନ୍ତ ଜରୁରୀକାଳିନ ସ୍ଥିତିରେ ହିଁ ରାଜପଥରେ ଗାଡ଼ି ରୋକିପାରିବେ। ଗାଡ଼ିରୁ ତେଲ ଶେଷ ହେବା ଏକ ଜରୁରୀକାଳିନ ସ୍ଥିତି ନୁହେଁ। ଏହା ଡ୍ରାଇଭରଙ୍କ ଖାମଖିଆଲି ମନୋଭାବକୁ ଦର୍ଶାଏ। ଏଣୁ ରାଜପଥରେ ତେଲ ଶେଷ ହେବା କାରଣରୁ ଗାଡ଼ି ଅଟକାଇଲେ ୭୦ ୟୁରୋ ଫାଇନ୍‌ କଟାଯାଏ। ଭାରତୀୟ ମୂଦ୍ରାରେ ୫ ହଜାରରୁ ଅଧିକ ଟଙ୍କା। ରାଜପଥରେ ଅଟକି ଥିବା ଗାଡ଼ି କାରଣରୁ କୌଣସି ଦୁର୍ଘଟଣା ଘଟିଲେ ଫାଇନ ଆହୁରି ଅଧିକ ହୋଇପାରେ।

ତେବେ ରାଜପଥରେ ତେଲ ଶେଷ ହେବା କାରଣରୁ ଗାଡ଼ି ଅଟକିବା ପରେ ମଧ୍ୟ ଫାଇନ୍‌ରୁ ବଞ୍ଚିହେବ। କିନ୍ତୁ ଏଥି ନେଇ ଗାଡ଼ିକୁ ଯେମିତି ହେଲେ ଆଇନଗତ ପାର୍କିଂ ଯାଗାକୁ ନେବାକୁ ପଡ଼ିବ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ରୋଜଗାର ଟଙ୍କାରେ ବଳଦ କିଣା ହୋଇଥିଲା: ବିଷ୍ଣୁ ଚରଣ ସାହୁ

ଯାଜପୁର ଜିଲା ଭୂଇଁପୁର ପୋଷ୍ଟ ଅନ୍ତର୍ଗତ କଲ୍ୟାଣପୁର ଗାଁରେ ମୋ ଜନ୍ମ। ସ୍ଥାନୀୟ ବରଦାୟୀ ହାଇସ୍କୁଲରେ ପଢ଼ୁଥିବାବେଳେ ସପ୍ତମ ଶ୍ରେଣୀରେ ନ୍ୟାଶନାଲ୍‌ ସ୍କଲାରଶିପ୍‌ ବାବଦେ ୪୮୦...

ହ୍ରଦରେ କମୁଛି ଅମ୍ଳଜାନ

ଜଳବାୟୁ ପରିବର୍ତ୍ତନ କାରଣରୁ ମଧୁର ଜଳପୂର୍ଣ୍ଣ ହ୍ରଦର ଅମ୍ଳଜାନସ୍ତର କମିବାରେ ଲାଗିଛି। ଏହାଦ୍ୱାରା ଜୀବଜଗତ ସମେତ ପରିବେଶ ଉପରେ ବଡ଼ ବିପତ୍ତି ଘନେଇବାରେ ଲାଗିଛି। ନୂଆଦିଲ୍ଲୀ:...

୫ ଦେଶକୁ ଛୁଇଁନି କରୋନା

ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା କରୋନା କବଳରେ ପଡ଼ିଛି ପୃଥିବୀ। ଚାଇନାରୁ ଆରମ୍ଭ ହୋଇଥିବା ଏହି ଘାତକ ରୋଗରେ ଊଣା ଅଧିକେ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

ଆବର୍ଜନା ପାହାଡ଼ରେ ପାର୍କ

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ।...

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ

ଏକ ରକେଟ୍‌ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍‌ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍‌ ଓ୍ବାଇନର ୧୨ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୮, ୨୦୨୧ )
Next Post Next post:
ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts