ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳୁଛି। ପ୍ରଥମ ଟେଷ୍ଟ ଡ୍ର ଥିଲା ଏବଂ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଏକ ବଡ଼ ଧରଣର ବ୍ୟାଟିଂ କରିଥିଲା। ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଏବଂ ବାମହାତୀ ସ୍ପିନର ମିଚେଲ ସାଣ୍ଟନର୍ ଆହତ ହୋଇଛନ୍ତି। ଫଳରେ ନ୍ୟୁଜିଲାଣ୍ଡକୁ ଝଟ୍କା ଲାଗିଛି। ସୂଚନାଯୋଗ୍ୟ, ଜୁନ୍ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଲାଯିବ। ଭାରତୀୟ ଦଳ ଜୁନ୍ ୩ରୁ ଇଂଲଣ୍ଡରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛି।
ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...
ଫ୍ରେଞ୍ଚ୍ ଓପନ ଟେନିସ: ଜୋକୋଭିଚ୍-ବେରେଟିନି କ୍ୱାର୍ଟର ଫାଇନାଲ
ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍। ୪ର୍ଥ ରାଉଣ୍ଡରେ...
ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...
କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ
ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍...
ନକ୍ଆଉଟ ପର୍ଯ୍ୟାୟରେ ଚିଲି
କୁଇବା, ୨୩।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଗ୍ରୁପ୍ ଏ’ରେ ଖେଳାଯାଇଥିବା ମ୍ୟାଚ୍ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ...
ଦ୍ୱିତୀୟ ସିଡ୍ଙ୍କୁ ହରାଇଲେ ବୋପାନ୍ନା-ଶରନ
ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍ ଲୁକାଜ...
କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ
ନଟିଂହାମ୍(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ...


