E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…
10:00 amJune 9, 2021

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଭାରତରେ ସିରମ୍‌ ଇନଷ୍ଟଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ପ୍ରସ୍ତୁତ କରିଥିବା କୋଭାକ୍ସିନ୍‌ର ଡୋଜ୍‌ ଲୋକଙ୍କ ପ୍ରଦାନ କରାଯାଉଛି। କରୋନା ମହାମାରୀ ଭୂତାଣୁ ବିରୋଧରେ କୋଭିଶିଲ୍ଡ ବେଶ୍‌ ପ୍ରଭାବଶାଳୀ ରହିଛି। ସେହିପରି କୋଭାକ୍ସିନ୍‌ ଡୋଜ୍‌ କରୋନା ଭୂତାଣୁର ବିଟା (ବି-୧-୩୫୧) ଏବଂ ଡେଲ୍ଟା (ବି-୧-୬୧୭-୨) ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି।ବିଟା ଭାରିଆଣ୍ଟ୍‌ ଦକ୍ଷିଣ ଆଫ୍ରିକାରୁ ସୃଷ୍ଟି ହୋଇଥିବାବେଳେ ଡେଲ୍ଟା ଭାରତରେ ସୃଷ୍ଟି ହୋଇଛି। ଏନ୍‌ଆଇବି, ଆଇସିଏମ୍‌ଆର୍‌ ଏବଂ ଭାରତ ବାୟୋଟେକ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। କୋଭାକ୍ସିନ୍‌ର ନ୍ୟୁଟ୍ରାଲାଇଜେଶନ କ୍ଷମତା ବିଟା ଏବଂ ଡେଲ୍ଟା ଭାରିଆଣ୍ଟ୍‌ ତୁଳନାରେ ୩ ଗୁଣା ଅଧିକ। ଏହି ଦୁଇ ଭାରିଆଣ୍ଟ୍‌ ବିରୋଧରେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି କରିବାରେ କୋଭାକ୍ସିନ୍‌ ପ୍ରଭାବଶାଳୀ ରହିଛି ବୋଲି ଗବେଷକ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି।...

ଏଣିକି ଏଡ୍‌ସ ପୀଡ଼ିତଙ୍କୁ ମିଳିବ ପେନ୍‌ସନ

ଚଣ୍ଡିଗଡ଼,୧୮।୬: ଏଡ୍‌ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ପ୍ରତିମାସରେ ଏଡ୍‌ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍‌ସନ ପ୍ରଦାନ କରିବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
Next Post Next post:
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts