E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…
11:00 amJune 9, 2021

ପୁର୍ନିୟା: ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ପ୍ରେମକୁ ନେଇ ଅନେକ କାହାଣୀ ଶୁଣିଥିବେ। ଏବେ ସେଭଳି ଏକ ଅଗାଧ ପ୍ରେମର ଘଟଣା ବିହାରର ପୁର୍ନିୟା ଜିଲାରେ ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀ ବାପଘରକୁ ଚାଲିଯିବା ଯୋଗୁଁ ସ୍ବାମୀ ଏତେ ମର୍ମାହତ ହୋଇପଡ଼ିଲେ ଯେ ସେ ସ୍କୁଟିରେ ୫୦୦ କିମି ଦୂରତା ଅତିକ୍ରମ କରିଦେଲେ। ଏହି ସମୟରେ ତାଙ୍କୁ ଥାନାରେ ରାତି କାଟିବାକୁ ମଧ୍ୟ ପଡ଼ିଛି।

ପୋଲିସ ମୁତାବକ, ଉତ୍ତରପ୍ରଦେଶର କୁଶିନଗର ଜିଲାର ସନ୍ଦିପ କୁମାରଙ୍କ ବିବାହ ଦୁଇ ବର୍ଷ ତଳେ ହୋଇଥିଲା। ତାଙ୍କ ସ୍ତ୍ରୀ ହଠାତ୍‌ ବାପଘରକୁ ଚାଲି ଯାଇଥିଲେ। ଯେତେ ଚେଷ୍ଟା କରିଥିଲେ ହେଁ ସେ ଆସି ନ ଥିଲେ। ଏଣୁ ଏତେ ଦିନ ଅଲଗା ରହିବାକୁ ନେଇ ବ୍ୟଥିତ ହୋଇପଡ଼ିଥିଲେ ସେ। ଶେଷରେ ନିଜେ ଯାଇ ତାଙ୍କୁ ଭେଟିବାକୁ ନିଷ୍ପତ୍ତି ନେଇଥିଲେ। ତଦନୁଯାୟୀ ସେ ସ୍କୁଟି ଚଳାଇ ୪୯୫ କିମି ଦୂର ପୁର୍ନିୟାରେ ପହଞ୍ଚିଥିଲେ। ହେଲେ ରାତିରେ କିଛି ଅସାମାଜିକ ଯୁବକ ତାଙ୍କୁ ହଇରାଣ କରିବାରୁ ସେ କେହାଟ ଥାନାରେ ଶରଣ ପଶିଥିଲେ।

ଥାନାରେ ତାଙ୍କୁ ପରିଚୟପତ୍ର ମଗାଯାଇଥିଲା। ହେଲେ ସେ ଦେଇପାରି ନ ଥିଲେ। ପୋଲିସ ପରିଚୟ ଲାଗି କୁଶିନଗର ଜିଲାରେ ଥିବା ପଟେରିୟା ଫାଜିଲ ନଗର ଥାନା ସହ ଯୋଗାଯୋଗ କରିଥିଲେ। ସନ୍ଦିପଙ୍କ ବାପା ପୁଅଙ୍କୁ ଥାନାରେ ହିଁ ରଖିଥାନ୍ତୁ ବୋଲି ଅନୁରୋଧ କରିଥିଲେ। ତାହା ହିଁ ହୋଇଥିଲା।

ସନ୍ଦିପଙ୍କୁ ଶେଷରେ ପୁର୍ନିଆଙ୍କ ସହ କଥା କରାଯାଇଥିଲା। ସ୍ତ୍ରୀ ଫେରିବାକୁ ହଁ କହିବାରୁ ସନ୍ଦୀପ ଶାନ୍ତ ପଡ଼ିଥିଲେ। ପୁର୍ନିୟା ସହ କିଛି ସମ୍ପର୍କ ନ ଥିବା ସତ୍ତ୍ୱେ ସେ ବୁଲିବୁଲି ସେଠାରେ ପହଞ୍ଚିଯାଇଥିବା ପୋଲିସ ପରିବାରଲୋକଙ୍କୁ କହିଥିଲା। ଏହି ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

ଆଜିକାଲି ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମହିଳା ଜଣଙ୍କ ହେଉଛନ୍ତି ୮୩ ବର୍ଷିୟା ଭାରୋତ୍ତୋଳନକାରୀ କିରଣ ବାଇ। କିରଣ...

ବିଶ୍ୱରେକର୍ଡ ଭାଙ୍ଗିଲେ ଏହି ମହିଳା: ଏକାଥରକେ ଜନ୍ମ ଦେଲେ ୧୦ ସନ୍ତାନ

ଦକ୍ଷିଣ ଆଫ୍ରିକାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଜଣେ ମହିଳା ଏକାଥରକେ ୧୦ ସନ୍ତାନ ଜନ୍ମ ଦେଇ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି।...

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

ଆକାଶବାଣୀ ଉପସ୍ଥାପକ ଶଙ୍କର୍ଷଣ ମଙ୍ଗରାଜ

ଦିନଥିଲା ଯେତେବେଳେ ସକାଳୁ ସକାଳୁ ଆକାଶବାଣୀ କଟକ କେନ୍ଦ୍ରରୁ ବନ୍ଦନା କାର୍ଯ୍ୟକ୍ରମ ପରେ ପରେ ଏକ ସୁମଧୁର ଧୂନ୍‌ ବାଜିଉଠୁଥିଲା ତା’ପରେ ଆନାଉନ୍‌ସର କହୁଥିଲେ-ଏଥର ଶୁଣନ୍ତୁ...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

ଭିନ୍ନ ଷ୍ଟାଇଲ୍‌ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍‌ ଖଲି’, ଭିଡିଓ ଭାଇରାଲ ପରେ…

ଡବ୍ଲ୍ୟୁଡବ୍ଲ୍ୟୁଇରେ ଯେତେବେଳେ ଭାରତୀୟ ରେସଲରଙ୍କ କଥା ଆଲୋଚନା ହୁଏ ସେତେବେଳେ ନିଶ୍ଚିତ ଗ୍ରେଟ୍‌ ଖଲିଙ୍କ ନାଁ ଆଗକୁ ଆସେ। ତାଙ୍କର ଅସଲ ନାଁ ଦିଲୀପ ସିଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…
Next Post Next post:
ସ୍ବପ୍ନରେ ଏସବୁ ଦେଖିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts