ଆଜିକାଲି ସୋସିଆଲ ମିଡିଆରେ ଜଣେ ନାଲି ଶାଢି ପିନ୍ଦା ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମହିଳା ଜଣଙ୍କ ଦାନ୍ତରେ ଏଲ୍ପିଜି ସିଲିଣ୍ଡର ଉଠାଉଥିବା ଦେଖାଯାଇଛି। ସମ୍ପୃକ୍ତ ମହିଳାଙ୍କ ନାମ ଶୈଳୀ ଚିକାରା। ଇନ୍ଷ୍ଟାଗ୍ରାମରେ ଶୈଳଙ୍କ ଆଢେଇ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ଭାଇରାଲ ଭିଡିଓରେ ସେ ଲାଲ୍ ରଙ୍ଗର ଶାଢି ପିନ୍ଧି ଗ୍ୟାସ୍ ସିଲିଣ୍ଡର ଧରି ବ୍ୟାୟାମ କରୁଥିବା ନଜର ଆସିଛନ୍ତି। କିନ୍ତୁ ଏହି ସିଲିଣ୍ଡରରେ ଗ୍ୟାସ୍ ଅଛି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ। ଭିଡିଓର ବ୍ୟାକ୍ଗ୍ରାଉଣ୍ଡରେ ହରିୟାଣା ସଙ୍ଗୀତ ବାଜୁଛି। ଅନ୍ୟ ଏକ ଭିଡିଓରେ ମହିଳା ଜଣଙ୍କ ସିଲିଣ୍ଡରକୁ ନିଜ ପେଟ ଉପରେ ରଖି ତା’ପରେ ଏକ ଛୋଟ ପିଲାକୁ ବସାଇ ବ୍ୟାୟାମ କରୁଥିବା ମଧ୍ୟ ଦେଖାଯାଇଛି।
ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି
ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...
ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…
ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ...
ବର୍ଷାରେ ଭ୍ରମଣ ଚେରାପୁଞ୍ଜି
ମେଘାଳୟର ଇଷ୍ଟ ଖାସି ହିଲ୍ସ ଜିଲା ଅନ୍ତର୍ଗତ ଏକ ଆକର୍ଷଣୀୟ ସ୍ଥାନ ହେଉଛି ଚେରାପୁଞ୍ଜି। ଏହା ସ୍ଥାନୀୟ ଅଞ୍ଚଳରେ ସୋହରା ନାମରେ ମଧ୍ୟ ପରିଚିତ। ଅଧିକ...
ପ୍ରଦୂଷଣରେ ଆମେରିକା ସେନା ନମ୍ବର ୧
ଯୁଦ୍ଧକୌଶଳରେ ନିପୁଣ ଆମେରିକା ସେନାର ପତିଆରା ସାରା ବିଶ୍ୱରେ ଦୀର୍ଘବର୍ଷ ଧରି ରହିଆସିଛି। ହେଲେ ଏଭଳି ଦୁର୍ଦ୍ଧର୍ଷ ସୈନ୍ୟବାହିନୀ ଉପରେ ନମ୍ବର ୧ ପ୍ରଦୂଷଣକାରୀର କଳଙ୍କ...
ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…
ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ...
ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ
ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍କୁ ପାଳନ କରାଯାଇ ଯୋଗ ଦିବସ...
ପୁଣି ଭାରତକୁ ଫେରିବ ଟିକ୍ଟକ୍ !
ଶର୍ଟ ଭିଡିଓ ଷ୍ଟ୍ରିମିଂ ମୋବାଇଲ ଆପ୍ ‘ଟିକ୍ଟକ୍’ କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ସୂଚନା ଦେଇଛି ଯେ, ଏହା ନୂତନ ସୋସିଆଲ ମିଡିଆ...
ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…
ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ...


