E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ସମୁଦ୍ର ମଧ୍ୟରେ ଟନ୍‌ ଟନ୍‌ ମାଟି ପକାଇ ଏହି ଦେଶ ନିର୍ମାଣ କରୁଛି ନୂଆ ସହର, ଏଥିରେ ରହିବ ଏସବୁ ସୁବିଧା
12:24 pmJune 9, 2021

ସମୁଦ୍ର ମଧ୍ୟରେ କୋଟି କୋଟି ଟନ୍‌ ମାଟି ପକାଇ ଡେନମାର୍କ ଏକ ନୂଆ ସହର ତିଆରି କରିବାକୁ ଯାଉଛି। ଦେଶର ସଂସଦ ଏହି ପ୍ରୋଜେକ୍ଟକୁ ମଞ୍ଜୁରୀ ଦେଇଛନ୍ତି। ନୂଆ ସହରରେ ୩୫ ହଜାର ଲୋକଙ୍କ ରହିବା ପାଇଁ ଘର ମିଳିପାରିବ। ଏକ ରିପୋର୍ଟ ଅନୁଯାୟୀ, ଏହି ଆଧୁନିକ ସହରରେ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ ହେବ। ଏହି କୃତ୍ରିମ ଦ୍ୱୀପର ନିର୍ମାଣ କୋପେନହାଗେନ ବନ୍ଦରକୁ ସମୁଦ୍ର ପତ୍ତନ ବୃଦ୍ଧିରୁ ରକ୍ଷା କରିବା ପାଇଁ କରାଯାଉଛି।

ଲିନେଥୋଲମ ନାମକ ଏହି ବିଶାଳ ଦ୍ୱୀପକୁ ଏକ ରିଙ୍ଗ୍‌ ରୋଡ୍‌, ଟନେଲ ଏବଂ ମେଟ୍ରୋଲାଇନ୍‌ ମାଧ୍ୟମରେ ଡେନମାର୍କର ରାଜଧାନୀ କୋପେନ୍‌ହାଗେନ ସହ ଯୋଡ଼ା ଯିବ। ଯାହାର ଆକାର ଏକ ବର୍ଗ ମାଇଲ୍‌ ଅର୍ଥାତ୍‌ ୨.୬ ବର୍ଗ କିଲୋମିଟର ହେବ। ଯଦି ସବୁ ଠିକ୍‌ ହୁଏ, ତେବେ ଏହି ପ୍ରକଳ୍ପର କାର୍ଯ୍ୟ ଚଳିତବର୍ଷ ଶେଷ ସୁଦ୍ଧା ଆରମ୍ଭ ହେବ। ସମୁଦ୍ରରେ ଆରମ୍ଭ ହେବାକୁ ଥିବା ଏହି ପ୍ରକଳ୍ପ ବିଷୟରେ ପରିବେଶବିତ୍‌ଙ୍କ ଭିନ୍ନ ମତ ରହିଛି। ଏହାର ନିର୍ମାଣ ସମ୍ଭାବ୍ୟ ପ୍ରଭାବକୁ ନେଇ ସେମାନେ ଚିନ୍ତିତ। କୁହାଯାଏ, ତାଙ୍କୁ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ ବୋଲି ବିଶ୍ୱାସ କରାଯାଏ। ଏଥିସହିତ ଏହି ପ୍ରକଳ୍ପ ସମ୍ବନ୍ଧୀୟ ସୁରକ୍ଷା ମାନ ଉପରେ ବିଶେଷ ଧ୍ୟାନ ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

ତଳକୁ ମୁହଁ କରି ଖାଉଥିଲା କୁକୁର: ପଛରୁ ଖୁମ୍ପିଲା କାଉ; ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଏହି ପ୍ରାଚୀନ ଦୁର୍ଗରେ ହଠାତ୍‌ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଭାଇରାଲ ହେଉଛି ଭିଡିଓ

ମଧ୍ୟପ୍ରଦେଶର ରାୟସେନର ପ୍ରାଚୀନ ଦୁର୍ଗରେ ଓଁ କାର ଆକୃତିର ଅଦ୍ଭୁତ ପ୍ରତିବିମ୍ବ ଦେଖିବାକୁ ମିଳିଛି। ରାୟସେନର ଉଚ୍ଚା ପାହାଡ଼ରେ ଥିବା ଏହି ପ୍ରାଚୀନ ଦୁର୍ଗରେ କିଛିଦିନ...

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ...

ପଛରେ ବାଘକୁ ଦେଖି, ଜୀବନ ନେଇ ଦୌଡ଼ୁଥିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ହାତୀ ଖାଉଛି ହେଲମେଟ୍‌ : ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦାନ୍ତରେ ସିଲିଣ୍ଡର ଉଠାଇ ଚର୍ଚ୍ଚାରେ ଶାଢି ପିନ୍ଧା ମହିଳା
Next Post Next post:
ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts