E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ଜୁନ୍‌ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ
1:29 pmJune 9, 2021

ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍‌ ୧୫ରୁ ଶେଷ ହେବ। ଇସ୍ରାଏଲର ସ୍ବାସ୍ଥ୍ୟମନ୍ତ୍ରୀ ୟୁଲି ଏଡେଲଷ୍ଟାଇନ ଏହା ଘୋଷଣା କରିଛନ୍ତି।

ଦେଶରେ ମାସ୍କ ଲଗାଇବା ନିୟମ ପୂର୍ବରୁ ରଦ୍ଦ ହୋଇସାରିଛି। ସ୍ବାସ୍ଥ୍ୟମନ୍ତ୍ରୀ ଏଡେଲଷ୍ଟାଇନ କହିଛନ୍ତି, ‘ଯଦି ସଂକ୍ରମଣ ବୃଦ୍ଧି ନ ହୁଏ, ତେବେ ପ୍ରତିବନ୍ଧକ ସମ୍ପୂର୍ଣ୍ଣ ରୂପେ ହଟାଯିବ।

ବିଦେଶ ଯାତ୍ରା ସହ ଜଡ଼ିତ ଅଧିକାଂଶ ପ୍ରତିବନ୍ଧକ ଏପର୍ଯ୍ୟନ୍ତ ହଟାଯାଇ ନାହିଁ। ଉଦାହରଣ ସ୍ବରୂପ, ୯ ଦେଶକୁ ଯାତ୍ରା ଏପର୍ଯ୍ୟନ୍ତ ନିଷେଧ ରହିଛି। ଏହି ଦେଶରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଏକ ନିୟମ ଅଛି। ତାଙ୍କର କରୋନା ପରୀକ୍ଷା ମଧ୍ୟ କରାଯାଉଛି।

ଅନ୍ୟପକ୍ଷରେ ରବିବାର ଠାରୁ ଇସ୍ରାଏଲରେ ୧୨ରୁ ୧୫ ବର୍ଷର ପିଲାମାନଙ୍କର କରୋନା ଟିକାକରଣ ମଧ୍ୟ ଆରମ୍ଭ ହୋଇଛି। ଇସ୍ରାଏଲରେ କରୋନା ଟିକାକରଣ ଅଭିଯାନ ୨୦ ଡିସେମ୍ବର ୨୦୨୦ରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀ ଏବଂ ୬୫ ବର୍ଷରୁ ଅଧିକ ଲୋକଙ୍କୁ ଟିକାକରଣ କରାଯାଇଥିଲା। ଏହା ପରେ ଟିକାକରଣ ପାଇଁ ବୟସ ହ୍ରାସ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି।...

ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ  ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ...

ଏଲ୍‌ ସାଲଭେଡରରେ ବୈଧ ହେବ ବିଟ୍‌କଏନ

ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍‌ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ୍‌କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍‌...

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମିତି ବି ଆସେ ମୃତ୍ୟୁ: ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିବା ବେଳେ ଚାଲିଗଲା ପୁଅ ବୋହୂଙ୍କ ଜୀବନ
Next Post Next post:
ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts