E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’
1:23 pmJune 9, 2021

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନଙ୍କ ବିପକ୍ଷରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ଭାଗ୍ୟଶ୍ରୀ। ଦର୍ଶକେ ଚଳଚ୍ଚିତ୍ର ‘ମୈନେ ପ୍ୟାର କିୟା’ରେ ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ କରିଥିଲେ। ୧୯୮୯ରେ ଫିଲ୍ମ ରିଲିଜ ହୋଇଥିବା ବେଳେ ୧୯୯୦ରେ ବିବାହ କରିନେଇଥିଲେ ଭାଗ୍ୟଶ୍ରୀ। ଏହାପରେ ସେ ବଲିଉଡ୍‌କୁ କିଛିଦିନ ବାଏ ବାଏ ମଧ୍ୟ କରିଥିଲେ।

ପିଲାଦିନର ବନ୍ଧୁ ହିମାଳୟ ଦାଶାନୀଙ୍କ ହାତ ଧରିଥିଲେ ଭାଗ୍ୟଶ୍ରୀ। ବିବାହ ପରେ କିଛିଦିନ ପାଇଁ ଅଭିନୟ ଦୁନିଆରୁ ଦୂରକୁ ଚାଲିଯାଇଥିଲେ ସେ। ଏହାପଛରେ ସ୍ବାମୀ ଓ ପୁଅ ମୁଖ୍ୟ କାରଣ ଥିଲେ। ସେମାନଙ୍କ ପାଇଁ ଫିଲ୍ମ ଛାଡ଼ି ଗୃହିଣୀ ହେବାକୁ ସେ ପଶ୍ଚାତାପ କରି ନଥିଲେ।

ଏବେ ଭାଗ୍ୟଶ୍ରୀ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ସେ ନିଜର ଫଟୋ ଓ ଭିଡିଓ ଶେୟାର କରିଥାନ୍ତି। ଫିଟ୍‌ନେସ ଉପରେ ବିଶେଷ ଧ୍ୟାନ ଦେଉଥିବା ଭାଗ୍ୟଶ୍ରୀ ପ୍ରଶଂସକଙ୍କୁ ନିଜର ଯତ୍ନ ନେବାକୁ ପରାମର୍ଶ ଦେଇଥାନ୍ତି। ଏବେ ସେ ଦୁଇଟି ଫିଲ୍ମରେ କାମ କରୁଛନ୍ତି। ଅଭିନେତା ପ୍ରଭାସଙ୍କ ସହ ଫିଲ୍ମ ‘ରାଧେ ଶ୍ୟାମ’ ଏବଂ କଙ୍ଗନାଙ୍କ ସହ ଫିଲ୍ମ ‘ଥଲାଇଭା’ରେ ସେ ନଜର ଆସିବେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା।...

ବେବି ବମ୍ପ୍‌ରେ ନଜର ଆସିଲେ ନୁସରତ

ମୁମ୍ବାଇ: ଟିଏମ୍‌ସି ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍‌ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…

ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍‌ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...

ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ରୁ ଓଲିଉଡ୍‌ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ କିଛି ନା କିଛି କାରଣକୁ...

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ ଆରମ୍ଭ
Next Post Next post:
ଏହି ୭ ଜିନିଷରେ ଭୁଲରେ ବି ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts