E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଭିକି-କ୍ୟାଟ୍ରିନାଙ୍କ ପ୍ରେମ ସମ୍ପର୍କକୁ ସତ ବୋଲି କହିଲେ ଏହି ଅଭିନେତା
2:23 pmJune 9, 2021

ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ପ୍ରେମସମ୍ପର୍କକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ହେଉଛି। ତେବେ ଉଭୟ ଏହି ସମ୍ପର୍କ ବିଷୟରେ ଏପର୍ଯ୍ୟନ୍ତ ବିଧିବଦ୍ଧ ଭାବେ କୌଣସି ଘୋଷଣା କରିନାହାନ୍ତି। କିନ୍ତୁ ବର୍ତ୍ତମାନ ଅନିଲ କପୁରଙ୍କ ପୁଅ ତଥା ଅଭିନେତା ହର୍ଷବର୍ଦ୍ଧନ ନିଶ୍ଚିତ କରି କହିଛନ୍ତି ଯେ, ଉଭୟ ଭିକି ଏବଂ କ୍ୟାଟ୍ରିନାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଛି।

ଏକ ସାକ୍ଷାତକାରରେ ହର୍ଷବର୍ଦ୍ଧନଙ୍କୁ ଯେତେବେଳେ ପଚରାଯାଇଥିଲା, ସେ ଇଣ୍ଡଷ୍ଟ୍ରିରେ କାହାର ସମ୍ପର୍କକୁ ସତ ବୋଲି ଭାବନ୍ତି? ଏହାର ଜବାବରେ ସେ କହିଥିଲେ, ଭିକି ଏବଂ କ୍ୟାଟ୍ରିନାଙ୍କ ସମ୍ପର୍କ। ଉଭୟ ଏକାଠି ଅଛନ୍ତି ଏବଂ ଏହା ସତ୍ୟ। ଏହା କହିବା ପରେ ହର୍ଷବର୍ଦ୍ଧନ ଆହୁରି କହିଛନ୍ତି, ମୁଁ ଏହା କହି ଅସୁବିଧାରେ ପଡ଼ିବି କି?

ଭିକି ଏହି ସପ୍ତାହରେ କ୍ୟାଟ୍ରିନାଙ୍କ ଘର ବାହାରେ ନଜର ଆସିଥିଲେ
ଯାହାକୁ ନେଇ ଦୁହେଁ ଦୀର୍ଘଦିନ ଧରି ହେଡ୍‌ଲାଇନରେ ରହିଆସିଥିଲେ। ଅତୀତରେ ଉଭୟଙ୍କୁ ଅନେକ କାର୍ଯ୍ୟକ୍ରମରେ ଏକାଠି ଦେଖିବାକୁ ମିଳିଥିଲା। ଏଥି ସହିତ, ବର୍ତ୍ତମାନ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି ଯେତେବେଳେ କ୍ୟାଟ୍ରିନା ଏବଂ ଭିକି ନିଜେ ଆନୁଷ୍ଠାନିକ ଭାବରେ ସେମାନଙ୍କ ସମ୍ପର୍କକୁ ନିଶ୍ଚିତ କରିବେ।

ଏ ତ ଗଲା କ୍ୟାଟ୍ରିନାଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ଓ୍ବାର୍କ ଫ୍ରଣ୍ଟ୍‌ ବିଷୟରେ କହିବା ତେବେ କ୍ୟାଟ୍ରିନା ଅକ୍ଷୟ କୁମାରଙ୍କ ବିପକ୍ଷରେ ‘ସୂର୍ଯ୍ୟବଂଶୀ’ରେ ନଜର ଆସିବେ। ସେହିପରି ଭିକି ଖୁବ୍‌ଶୀଘ୍ର ‘ଦ ଇମ୍ପୋର୍ଟାଲ ଅଶ୍ୱତ୍‌ଥାମା’, ‘ସର୍ଦ୍ଦାର ଉଦ୍ଦାମ ସିଂ’ ଏବଂ ତାକତରେ ନଜର ଆସିବେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...

ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି

ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ...

ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାବିତ୍ରୀ ପାଇଁ ଗହଳି
Next Post Next post:
ଗଞ୍ଜାମକୁ ଡରାଉଛି କରୋନା ମୃତ୍ୟୁ: ପୁଣି ଗଲା ୨ ଯୁବକଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts