E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଅପରାଧ

ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
2:53 pmJune 9, 2021

ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା ଥିଲେ। ଖାଲି ପୁଅ ନୁହନ୍ତି ଏହି ଦମ୍ପତି ଝିଅ ଏବଂ ଜ୍ୱାଇଙ୍କୁ ମଧ୍ୟ ହତ୍ୟା କରିଛନ୍ତି।

୮୧ ବର୍ଷୀୟ ଆକବର ଖୁରାମ୍‌ଉଦ୍ଦିନ ଏବଂ ୭୪ ବର୍ଷୀୟା ତାଙ୍କ ସ୍ତ୍ରୀ ଇରନ ତାଙ୍କ ପୁଅକୁ କାଟି ଖଣ୍ଡ ଖଣ୍ଡ କରି ଘର ପାଖରେ ଥିବା ଏକ ଅଳିଆ ଗଦାରେ ଫିଙ୍ଗି ଦେଇଥିଲେ।

ଏକ ରିପୋର୍ଟ ଅନୁଯାୟୀ, ପୋଲିସ ଏହି ଦମ୍ପତିଙ୍କୁ ପଚରାଉଚରା କରିବାରୁ ସେ ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏହି ସମୟରେ ଆଉ ଏକ ଘଟଣା ମଧ୍ୟ ପଦାକୁ ଆସିଥିଲା। ସେ ତାଙ୍କ ଝ୍ରିଅ ଏବଂ ଜ୍ୱାଇଁଙ୍କୁ ବି ହତ୍ୟା କରିଥିଲେ। ଇରନ କହିଛନ୍ତି, ସେ ହତ୍ୟା କରିବେ ବୋଲି ପୂର୍ବରୁ ଯୋଜନା କରିଥିଲେ। ମୋ ସ୍ବାମୀ ମୋତେ ପଚାରିଥିଲେ। ମୁଁ ସହମତି ଦେଇଥିଲି। ମୁଁ ଏହି ଘଟଣାରେ ଆଦୌ ଦୁଃଖିତ ନୁହେଁ। କାରଣ ଝିଅ ଡ୍ରଗ୍‌ସ କାରବାରରେ ଲିପ୍ତ ଥିବା ବେଳେ ଅନେକ ପୁଅଙ୍କୁ ଘରକୁ ଆଣୁଥିଲେ। ଏପଟେ ପୁଅ ବାହା ନ ହେବାକୁ ଜିଦ୍‌ ଧରିବାରୁ ଆମେ ତାକୁ ମିଳିମିଶି ହତ୍ୟା କରିଛୁ। ପରେ ପୋଲିସ ବୃଦ୍ଧ ଦମ୍ପତିଙ୍କୁ ଗିରଫ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଅପରାଧ View All

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...

ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ

ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

ଜି ୭କୁ ଚାଇନାର ଉପହାସ

କାର୍ବିସ୍‌ ବେ (ଇଂଲଣ୍ଡ), ୧୪।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ କୋଣଠେସା କରିବା ପାଇଁ ୭ ଧନୀ ରାଷ୍ଟ୍ର ବ୍ରିଟେନ୍‌ରେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ସେମାନଙ୍କୁ...

ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି

ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍‌ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ...

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

ଡେଭିଡ୍‌ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର

ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍‌ ନାଇଟ୍‌ ଅଲ୍‌ ବ୍ଲଡ୍‌ ଇଜ୍‌ ବ୍ଲାକ୍‌’କୁ ମିଳିଛି ଚଳିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…
Next Post Next post:
ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts