ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓ କେତେକ ଅଞ୍ଚଳରେ ପ୍ରବେଶ କରିବ। ଏହା ପ୍ରଭାବରେ ଗୁରୁବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୦ରୁ ୧୪ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...
କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି
ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍ମେଣ୍ଟର୍: କୋଭିଡ୍-୧୯ ଆଣ୍ଡ୍...
କୋରାପୁଟ ଏମ୍ପି ଛତିଶଗଡ଼ ଇନ୍ଚାର୍ଜ
ଭୁବନେଶ୍ୱର,୩।୬: କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...
ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ
ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି
ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍ଫୁସ୍ ଓ ବୃକକ୍ରେ...


