ସାନ୍ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍କଏନ-୨୦୨୧ କନଫରେନ୍ସରେ ଏକ ଭିଡିଓ ବାର୍ତ୍ତାରେ କହିଥିଲେ। ଏପରି ହେଲେ ବିଟ୍ କଏନକୁ ବୈଧ କରିବାରେ ଏଲ ସାଲଭେଡର ବିଶ୍ୱର ପ୍ରଥମ ଦେଶ ହେବ। ବିଟ୍କଏନ ଟେକ୍ନୋଲୋଜି ବ୍ୟବହାର କରି ଆଧୁନିକ ଆର୍ଥିକ ଭିତ୍ତିଭୂମି ର୍ନିମାଣ ପାଇଁ ଦେଶ ଡିଜିଟାଲ ୱାଲେଟ କମ୍ପାନୀ ଷ୍ଟ୍ରାଇକ ସହ ସହଭାଗିତା କରୁଥିବା ସେ କହିଛନ୍ତି। ଏଲ ସାଲଭେଡରରେ ଅଧିକାଂଶ ନଗଦ ଟଙ୍କା କାରବାର ହୋଇଥାଏ। ସେଠାରେ ପ୍ରାୟ ୭୦ ପ୍ରତିଶତ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ନାହିଁ। ଭର୍ଚୁଆଲ କରେନ୍ସି ବିଟ୍କଏନ ଦ୍ୱାରା ଏଲ ସାଲଭେଡରର ବାର୍ଷିକ ୬ ବିଲିୟନ୍ ଡଲାର ରିମିଟାନ୍ସ୍ ସହଜରେ ହୋଇପାରିବ। ଏହାଦ୍ୱାରା ଦୋରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହିତ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବୃଦ୍ଧି ପାଇବ।
Posted inଅନ୍ତର୍ଜାତୀୟ, ବାଣିଜ୍ୟ View All
କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍ସି
ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର...
ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…
ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି...
ପ୍ରଭାବିତ ହେବନି କୃଷି କ୍ଷେତ୍ର
ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ...
ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା
ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ...
୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ
ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩%...
ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...
ଚଳନ୍ତା କାର୍ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…
ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ...


