E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ
8:30 amJune 10, 2021

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ନଖ ଓ କେଶ ଝଡ଼ିବା ପରି ସମସ୍ୟା ଦେଖାଦେଉଛି। ଏସବୁ ଲକ୍ଷଣ ଦେଖା ଦେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍‌ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି।

ମୁମ୍ବାଇ, ଦିଲ୍ଲୀ ପରି ବଡ଼ ବଡ଼ ସହରର ଡାକ୍ତରମାନେ କହିଛନ୍ତି, କରୋନାକୁ ମାତ୍‌ ଦେଇ ସୁସ୍ଥ ହୋଇ ଘରକୁ ଫେରିଥିବା ଲୋକଙ୍କ ଠାରେ ବିଶେଷକରି ଚର୍ମ ରୋଗ ଦେଖିବାକୁ ମିଳୁଛି। ଅଧିକାଂଶ ଲୋକଙ୍କଠାରେ ଠାରେ ଯାଦୁରୋଗ ସମସ୍ୟା ମଧ୍ୟ ଦେଖାଦେଉଛି। ଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲର ବରିଷ୍ଠ ଚର୍ମରୋଗ ବିଶେଷଜ୍ଞ ଡକ୍ଟର ଡିଏମ୍‌ ମହାଜନ କହିଛନ୍ତି, ଅନେକ ରୋଗୀଙ୍କଠାରେ ପ୍ରଥମ ଥର ପାଇଁ ଯାଦୁ ସମସ୍ୟା ଦେଖିବାକୁ ମିଳୁଛି। ଏପରି ସମସ୍ୟା ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଜରୁରୀ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ସ୍କର୍ଟ କିଣିବା ବେଳେ…

ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍‌ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି...

ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…

*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ। *ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ...

ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ...

ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ...

ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର

୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ...

କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ

ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ
Next Post Next post:
କୋପା ଆମେରିକା: ଆୟୋଜନ ନେଇ ବ୍ରାଜିଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆଜି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts