E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି
3:59 pmJune 9, 2021

ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ ମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ‘ନୀରଜା’ ଅଭିନେତ୍ରୀ ସୋନମ କପୁର। ସୋନମ ବଲିଉଡର କପୁର ପରିବାରରରେ ଜନ୍ମ ଗ୍ରହଣ କରିଥିଲେ। ସେ ଅଭିନେତା ଅନିଲ କପୁରଙ୍କ ଝିଅ ଏବଂ ଅର୍ଜୁନ କପୁରଙ୍କ ସମ୍ପର୍କୀୟ ଭଉଣୀ। ସୋନମ କପୁର ନିଜେ ମଧ୍ୟ ଜଣେ ସଫଳ ଅଭିନେତ୍ରୀ। ସୋନମଙ୍କ ଜନ୍ମଦିନ ଜୁନ ୯ ତାରିଖରେ, ବର୍ତ୍ତମାନ ତାଙ୍କୁ ୩୬ ବର୍ଷ। ଆପଣ ଜାଣନ୍ତି କି ଚଳଚ୍ଚିତ୍ର ପ୍ରବେଶ କରିବା ପୂର୍ବରୁ ସୋନମ କପୁର ମଧ୍ୟ ଚାକିରି କରିଥିଲେ। ତେବେ କୌଣସି ବଡ କମ୍ପାନୀରେ ନୁହେଁ ବରଂ ୱେଟର ଭାବରେ ମଧ୍ୟ କାମ କରିଛନ୍ତି।
ଫିଲ୍ମରେ ଯୋଗଦେବା ପୂର୍ବରୁ ଜଣେ ୱେଟର ଥିଲେ – ସୋନମ କପୁର ।

ଅଭିନେତା ଅନିଲ କପୁରଙ୍କ ଝିଅ ହୋଇ ସୁଦ୍ଧା କାହିଁକି ସେ ୱେଟର କାମ କରିଥିଲେ। ଏହି ପ୍ରଶ୍ନ ନିଶ୍ଚିତ ଭାବରେ ଅନେକ ଲୋକଙ୍କ ହୃଦୟରେ ଉଠିଥଲା ତେବେ ସୋନମ କପୁର ଏହି କାମ କୌଣସି ବାଧ୍ୟତାମୂଳକ ନୁହେଁ ବରଂ ପକେଟ ଟଙ୍କା ବଢ଼ାଇବା ପାଇଁ କରିଥିଲେ ।ଯେତେବେଳେ ସୋନମଙ୍କୁ ମାତ୍ର ୧୫ ବର୍ଷ ହୋଇଥିଲା, ସେ ଏକ ରେଷ୍ଟୁରାଣ୍ଟରେ କାମ କରିବା ଆରମ୍ଭ କରିଥିଲେ ଯେଉଁଠାରେ ସେ ୱେଟର ଭାବରେ କାମ କରୁଥିଲେ କିନ୍ତୁ ସୋନମ କପୁର ୧ ସପ୍ତାହ ପରେ ଏହି ଚାକିରି ଛାଡିଥିଲେ ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ...

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...

୫-ଜି ବିରୋଧରେ ଜୁହି

ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍‌ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ପରିବେଶ କର୍ମୀ...

ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ...

ଅଜୟ ଦେବଗନ୍‌ଙ୍କ କିଣିଲେ ନୂଆ ଘର: ଦାମ୍‌ ରହିଛି…

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ...

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...

ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍‌ରତ୍‌: ବ୍ୟାଙ୍କ୍‌ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର
Next Post Next post:
ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts