E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍‌ସି
7:11 pmJune 9, 2021

ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର କହିଛନ୍ତି।

ଖସିବା ଭଳି ଶବ୍ଦ ସେ କଦାପି ବ୍ୟବହାର କରି ନ ଥିଲେ କିମ୍ବା ତାଙ୍କ ଯୋଜନା ସମ୍ପର୍କରେ ମୋତେ କୌଣସି ସୂଚନା ଦେଇ ନ ଥିଲେ। କିନ୍ତୁ ମୋତେ କ୍ୟୁବାରେ ଦେଖା କରିବାକୁ କହିଥିଲେ ଚୋକ୍‌ସି। ଆଉ ମୁଁ କେବେ କ୍ୟୁବା ଯାଇଛି କି ? ଏହି ପ୍ରଶ୍ନ ମୋତେ କରିଥିଲେ। ସେ ଖସିବା ଯୋଜନା ମୋତେ ଜଣାଇ ନ ଥିଲେ। ମାତ୍ର ମୁଁ ନିଶ୍ଚିତ ଯେ, ଡୋମିନିକା ତାଙ୍କର ଲକ୍ଷ୍ୟସ୍ଥଳ ନୁହେଁ। ମୋ ମତରେ କ୍ୟୁବା ତାଙ୍କ ଲକ୍ଷ୍ୟସ୍ଥଳ ଥିଲା ବୋଲି ଏକ ସାକ୍ଷାତ୍‌କାରରେ ବାରବାରା କହିଛନ୍ତି।

ବାରବାରାଙ୍କୁ ଭେଟିବାକୁ ଯାଉଥିବାବେଳେ ୮ରୁ ୧୦ ଜଣ ଲୋକ ତାଙ୍କୁ ଆକ୍ରମଣ କରିଥିଲେ ବୋଲି ନିକଟରେ ଆଣ୍ଟିଗୁଆ ପୋଲିସ କମିଶନରଙ୍କ ନିକଟରେ ଚୋକ୍‌ସି ଅଭିଯୋଗ କରିଥିଲେ। ଉଲ୍ଲେଖଯୋଗ୍ୟ, ପିଏନ୍‌ବି ବ୍ୟାଙ୍କରୁ ୧୩,୫୦୦ କୋଟି ଟଙ୍କାର ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ଚୋକ୍‌ସି ଗତ ୨୩ ତାରିଖରେ ଆଣ୍ଟିଗୁଆରୁ ନିଖୋଜ ହେବା ପରେ ଧରା ପଡ଼ିଥିଲେ ଡୋମିନିକାରେ। ସେଠାରେ ବେଆଇନ ଭାବେ ପ୍ରବେଶ କରିଥିବାରୁ ତାଙ୍କୁ ଗିରଫ କରାଯାଇଥିଲା। ଗତ ୨ ସପ୍ତାହ ହେଲା ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ...

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି।...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...

ଏଲିଜାବେଥ୍‌ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ...

ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...

ଲ୍ୟାବ୍‌ରେ ତିଆରି ହେଲା ମା’ କ୍ଷୀର …

ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
Next Post Next post:
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts