E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ

ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
9:16 pmJune 9, 2021

ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର ଚଗଲା ଘଡ଼େଇଙ୍କ ଝିଅ ଲକ୍ଷ୍ମୀପ୍ରିୟା ଘଡ଼େଇ(୧୩)। ସେମାନେ ସମ୍ପର୍କୀୟ ଭଉଣୀ। ପୋଖରୀରେ ଗାଧୋଉଥିବା ବେଳେ ଅସାବଧାନତା ଯୋଗୁ ବୁଡ଼ିଯାଇଥିଲେ। ଦୁଇ ନାବାଳିକାଙ୍କର ମୃତଦେହକୁ ନାୟକାଣିଡିହୀ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All

ଧରାପଡ଼ିଲା ଗୁଗୁଲ୍‌ ପେ’ରେ ଲୁଟୁଥିବା ଲୁଟେରା

ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍‌ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି।...

ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ

ମାଲକାନଗିରି/ଏମ୍‌ଭି୭୯,୧୮ା୬: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ...

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...

ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍‌ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୯, ୨୦୨୧)
Next Post Next post:
ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts