E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
10:14 pmJune 9, 2021

ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍‌ ନେଇଥିବା ଲୋକଙ୍କୁ ମଧ୍ୟ ସଂକ୍ରମିତ କରିପାରେ। ଦିଲ୍ଲୀ ଏମ୍ସ ଏବଂ ନ୍ୟାଶନାଲ ସେଣ୍ଟର ଫର ଡିଜିଜ୍‌ କଣ୍ଟ୍ରୋଲ (ଏନ୍‌ସିଡିସି) ପକ୍ଷରୁ ଅଲଗା ଅଲଗା ଭାବେ ହୋଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ତେବେ ଦୁଇଟି ଯାକ ଅଧ୍ୟୟନ ଏପର୍ଯ୍ୟନ୍ତ ସହକର୍ମୀମାନଙ୍କ ଦ୍ୱାରା ସମୀକ୍ଷା ହୋଇନାହିଁ। ବ୍ରିଟେନରେ ଚିହ୍ନଟ ହୋଇଥିବା ଆଲ୍‌ଫା ଭାରିଆଣ୍ଟ ତୁଳନାରେ ଡେଲ୍ଟା ଭାରିଆଣ୍ଟ ୪୦ରୁ ୫୦ ପ୍ରତିଶତ ଅଧିକ ସଂକ୍ରାମକ ବୋଲି ଏମ୍ସ ଅଧ୍ୟୟନରୁ ଜଣାପଡ଼ିଛି।

ଏମ୍ସ-ଆଇଜିଆଇବି (ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଜିନୋମିକ୍ସ ଆଣ୍ଡ ଇଣ୍ଟିଗ୍ରେଟିଭ୍‌ ଭାୟୋଲୋଜି) ଅଧ୍ୟୟନ ହସ୍ପିଟାଲର ୬୩ କରୋନା ରୋଗୀଙ୍କ ଉପରେ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫୩ ଜଣଙ୍କୁ କୋଭାକ୍ସିନ ଏବଂ ୧୦ ଜଣଙ୍କୁ କୋଭିଶିଲ୍ଡ ଟିକା ଦିଆଯାଇଥିଲା। ୩୬ ଜଣ ଦୁଇଟି ଡୋଜ୍‌ ନେଇଥିଲେ। ଯେଉଁମାନେ ଗୋଟିଏ ଡୋଜ୍‌ ନେଇଥିଲେ ସେମାନଙ୍କଠାରେ ୭୬.୯ ପ୍ରତିଶତ ସଂକ୍ରମଣ ହୋଇଥିବାବେଳେ ଦୁଇଟି ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କଠାରେ ୬୦% ସଂକ୍ରମଣ ଦେଖାଯାଇଥିଲା। କୋଭିଶିଲ୍ଡ ନେଇଥିବା ଲୋକଙ୍କୁ ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରୁଥିବା ଏନ୍‌ସିଡିସି-ଆଇଜିଆଇବି ଅଧ୍ୟୟନରୁ ଜଣାପଡ଼ିଛି। ଉକ୍ତ ଟିକା ନେଇଥିବା ୨୭ ରୋଗୀଙ୍କଠାରେ ଡେଲ୍ଟା ଭାରିଆଣ୍ଟ ୭୦.୩% ସଂକ୍ରମିତ ହୋଇଥିବା ଅଧ୍ୟୟନରୁ ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...

ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ

କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

ଇସ୍ରୋ ଗୁପ୍ତଚର କେସ୍‌: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା

ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍‌ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋର୍ଟରେ...

ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ

ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର...

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ...

‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ
Next Post Next post:
ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts