E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା
11:03 pmJune 9, 2021

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ ବୋଲି ଜଣାପଡ଼ିଛି। ନାବାଳିକାଙ୍କୁ ହତ୍ୟା ପୂର୍ବରୁ ତାଙ୍କ ଡାହାଣ ଆଖି ତାଡ଼ି ଦିଆଯାଇଥିବା ପୋଲିସ ଅଧିକାରୀ କହିଛନ୍ତି।

ଘଟଣା ସ୍ଥଳରୁ ମିଳିଥିବା ମୋଇବାଲ ଫୋନର ସିଡିଆରକୁ ବିଶ୍ଲେଷଣ କରାଯିବା ପରେ ପ୍ରଦୀପ କୁମାର ସିଂ ଧାନୁକ (୨୩) ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ନାବାଳିକା ଗତ ୭ ତାରିଖ ସକାଳ ୧୦ରେ ନିଖୋଜ ହୋଇଯାଇଥିଲେ। ଏ ନେଇ ମଙ୍ଗଳବାର ପାଙ୍କି ଥାନାରେ ପରିବାର ପକ୍ଷରୁ ନିଖୋଜ ଅଭିଯୋଗ ଦାୟର କରାଯାଇଥିଲା। ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବା ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ତାଙ୍କୁ ହତ୍ୟା କରାଯିବା ପୂର୍ବରୁ ନିସ୍ତୁକ ମାଡ଼ ମରାଯିବା ସହ ଆଖି ତାଡ଼ି ଦିଆଯାଇଥିଲା। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ବଳାତ୍କାର ହୋଇଛି କି ନାହିଁ, ତାହା ଜଣାପଡ଼ିବ ବୋଲି ଥାନା ଅଧିକାରୀ ଅଶୋକ କୁମାର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ...

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର...

ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ

ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି।...

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର...

ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…

କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…

ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି
Next Post Next post:
ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts