E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ
11:39 pmJune 9, 2021

କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍‌ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ ମଧ୍ୟ ମମତା ବାନାର୍ଜୀଙ୍କ ପାଖକୁ ଫେରିପାରନ୍ତି। କୋଲକାତା ଠାରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଥିଲେ ରାଜ୍ୟ ଭାଜପା ମୁଖ୍ୟ ଦୀଲିପ ଘୋଷ। ଏହି ବୈଠକରେ ଯୋଗଦେଇ ନ ଥିଲେ ମୁକୁଲ। ତାଙ୍କ ବ୍ୟତୀତ ଭାଜପାର ଉପ ସଭାପତି ଶୁଭେନ୍ଦୁ ଅଧିକାରୀ ମଧ୍ୟ ବୈଠକରେ ପହଞ୍ଚି ନ ଥିଲେ। ଅଧିକାରୀ ଦିଲ୍ଲୀ ଯାଇଥିବାବେଳେ ମୁକୁଲଙ୍କ ପତ୍ନୀ ଏବେ ହସ୍ପିଟାଲରେ ଭର୍ତ୍ତି ଥିବା ଜଣାପଡ଼ିଛି।

ବୈଠକରେ ମୁକୁଲଙ୍କ ଅନୁପସ୍ଥିତି ଯୋଗୁ ଟିଏମ୍‌ସିକୁ ତାଙ୍କର ଫେରିବା ନେଇ ଆଶଙ୍କା ଏବେ ସମ୍ଭାବନାରେ ପରିବର୍ତ୍ତିତ ହୋଇଛି। ପଶ୍ଚିମବଙ୍ଗର ଟାଣୁଆ ନେତାଙ୍କ ଠାରୁ ଏ ସମ୍ପର୍କିତ କୌଣସି ସ୍ପଷ୍ଟିକରଣ ମିଳିନାହିଁ। କିନ୍ତୁ ତାଙ୍କ ପୁଅ ଶୁଭ୍ରାଂଶୁ ଏହାକୁ ଖଣ୍ଡନ କରିଛନ୍ତି। ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ହସ୍ପିଟାଲରେ ପହଞ୍ଚି ମୁକୁଲଙ୍କ ପତ୍ନୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏହାର ପର ଦିନ ହିଁ ମୁକୁଲଙ୍କ ସହ ଫୋନ ଜରିଆରେ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ...

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ...

ବଲିଉଡ୍‌ ଅଭିନେତ୍ରୀଙ୍କୁ ମହଙ୍ଗା ପଡ଼ିଲା ଅନଲାଇନ୍‌ରେ ମଦ କିଣିବା

ମୁମ୍ବାଇ,୨୪।୬: ବଲିଉଡର ଭେଟେରାନ ଅଭିନେତ୍ରୀ ଶାବାନା ଆଜମି ଗୁରୁବାର ଏକ ମଦ ଯୋଗାଉଥିବା ଅନଲାଇନ୍‌ ପ୍ଲାଟଫର୍ମ ନାମରେ ଠକାମି ଅଭିଯୋଗ ଆଣିଛନ୍ତି। ହୋମ ଡେଲିଭରି କରୁଥିବା...

‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’

କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ
Next Post Next post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts