ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ରାଜ୍ୟରେ ୬,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩,୪୪୬କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୨୬୫୧ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୦୧୭ ଓ କଟକରୁୁ ୬୪୭ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୯୫, ବାଲେଶ୍ୱର ୩୯୨, ବରଗଡ଼ ୧୦୭, ଭଦ୍ରକ ୨୪୬, ବଲାଙ୍ଗୀର ୭୭, ବୌଦ୍ଧ ୧୩୦, ଦେବଗଡ଼ ୨୮, ଢ଼େଙ୍କାନାଳ ୭୩, ଗଜପତି ୪୮, ଗଞ୍ଜାମ ୪୫, ଜଗତସିଂହପୁର ୨୨୬, ଯାଜପୁର ୪୩୪, ଝାରସୁଗୁଡ଼ା ୪୨, କଳାହାଣ୍ଡି ୭୭, କନ୍ଧମାଳ ୧୧୨, କେନ୍ଦ୍ରାପଡ଼ା ୨୫୩, କେନ୍ଦୁଝର ୧୨୩, କୋରାପୁଟ ୧୨୬, ମାଲକାନଗିରି ୮୪, ମୟୁରଭଞ୍ଜ ୨୯୭, ନବରଙ୍ଗପୁର ୧୪୬, ନୟାଗଡ଼ ୧୨୦, ନୂଆପଡ଼ା ୧୭, ପୁରୀ ୨୯୧, ରାୟଗଡ଼ା ୧୨୦, ସମ୍ବଲପୁର ୧୦୧, ସୋନପୁର ୬୪, ସୁନ୍ଦରଗଡ଼ ୨୦୮ ଓ ଷ୍ଟେଟ ପୁଲରୁ ୧୫୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୭,୨୨୬ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୬୪,୬୭୩ଜଣ ସୁସ୍ଥ ହୋଇଥିବା ବେଳେ ୬୯,୩୩୩ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା
କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...
ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ
ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...
ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ...
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...
ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା...
ଓଡ଼ିଶାରେ ଡେଲଟା ପ୍ଲସ
ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...


