ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସାଇନ୍ସ, ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ ପର୍ ଫାକଲ୍ଟି (ସିପିଏଫ୍) ମେଟ୍ରିକ୍ରେ ଏହା ୧୦୦ରୁ ୧୦୦ ନମ୍ବର ରଖିଛି। ଆଇଆଇଟି, ଗୁଆହାଟୀ ୪୧ତମ ସ୍ଥାନରେ ରହିଛି। ଭାରତର ଶୀର୍ଷ ସ୍ଥାନରେ ଥିବା ଶିକ୍ଷାନୁଷ୍ଠାନ ଆଇଆଇଟି ବମ୍ବେ ଉକ୍ତ ତାଲିକାରେ ୧୭୭ତମ ସ୍ଥାନରେ ରହିଛି। ଗତବର୍ଷ ଉକ୍ତ ଶିକ୍ଷାନୁଷ୍ଠାନ ୧୭୨ତମ ସ୍ଥାନରେ ରହିଥିଲା। ସେହିପରି ଆଇଆଇଟି, ଦିଲ୍ଲୀ ଏଥର ୧୯୩ ର଼୍ୟାଙ୍କରେ ରହିଛି, ଯାହା କି ଗତବର୍ଷ ୧୮୫ତମ ସ୍ଥାନରେ ଆସିଥିଲା। ଆଇଆଇଟି, ମାଡ୍ରାସ ୨୦ ସ୍ଥାନ ଉପରକୁ ଉଠି ୨୫୫ ନମ୍ବରରେ ରହିଥିବାବେଳେ ଆଇଆଇଟ,ି ଖଡ଼ଗପୁର ୨୮୦ ର଼୍ୟାଙ୍କରେ ରହିଛି।
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା...
ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…
କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ...
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ
ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ...
ମିଶନ ୨୦୨୪କୁ ନେଇ ଚର୍ଚ୍ଚା
ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...
ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା
ମୁମ୍ବାଇ,୨।୬ : କୋଭିଡ୍-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ...
‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’
କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର...
ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍ ପିନ୍ଧି ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...


