ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍ ୟୁଲିଆ ବନ୍ତୁର। ମାତ୍ର ଏହି ଖବରକୁ ସଲମାନ କେବେ ଆନୁଷ୍ଠାନିକ ଭାବେ ଘୋଷଣା କରିନାହାନ୍ତି। କିନ୍ତୁ ୟୁଲିଆଙ୍କ ସହ ସଲମାନଙ୍କ ଲୁଚାଛପା ପ୍ରେମ ଚାଲିଥିବା ଚର୍ଚ୍ଚା ହେଉଛି। ଏପରିକି ୨୦୨୦ରେ ଲକ୍ଡାଉନ ସମୟରେ ସଲମାନ ୟୁଲିଆଙ୍କ ସହ ତାଙ୍କ ଫାର୍ମହାଉସରେ ରହିଥିଲେ। ଏଠାରେ ଜ୍ୟାକଲିନ ଫର୍ନାଣ୍ଡିଜ୍ ମଧ୍ୟ ଥିଲେ। ୟୁଲିଆଙ୍କ ସହ ସଲମାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟ ନିବିଡ଼ ସମ୍ପର୍କ ରହିଛି। ତେବେ ଦେଖାଯାଉ ସଲମାନ ଏନେଇ କେବେ ମୁହଁ ଖୋଲୁଛନ୍ତି।
କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା
ମୁମ୍ବାଇ: ବଲିଉଡ୍ ଦବଙ୍ଗ ଖାନ୍ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ...
ସାବ୍ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
ମୁମ୍ବାଇ,୧୮।୬: ଟେଲି ସିରିୟଲ୍ର ପପୁଲାର ଶୋ’କ୍ରାଇମ୍ ପେଟ୍ରୋଲ ଓ ସାବ୍ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...
ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍
ବଲିଉଡ୍ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା।...
ଐଶ୍ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ
ବମ୍ବେ: ବଲିଉଡ୍ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍ଅପ୍ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...
ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…
ମୁମ୍ବାଇ,୨୨।୬: ବଲିଉଡ୍ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ...
ପାଣି ଟିକକ ପାଇଁ ହାତୀ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...
ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…
ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...
ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ବଲିଉଡ୍ କୁଇନ୍ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା...


