E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ
11:40 amJune 10, 2021

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି ସୂଚନା ନାହିଁ। ଏବେ ଏନେଇ ମୁହଁ ଖୋଲିଛନ୍ତି ନୁଶରତ୍‌। ସେ କହିଛନ୍ତି ଯେ, ସେ ଏବଂ ନିଖିଲ ତୁର୍କୀ ନିୟମ ଅନୁଯାୟୀ ବିବାହ କରିଥିଲେ ଏବଂ ଭାରତୀୟ ବିବାହ ଅନୁଯାୟୀ ଏହି ବିବାହ ବୈଧ ନୁହେଁ। ଆମର ଅଲଗା ହେବା ବହୁ ପୂର୍ବରୁ ଘଟିଥିଲା, କିନ୍ତୁ ମୁଁ ମୋର ବ୍ୟକ୍ତିଗତ ଜୀବନକୁ ବ୍ୟକ୍ତିଗତ ରଖିବାକୁ ଚାହୁଁଥିବାରୁ ମୁଁ ଏହା ବିଷୟରେ କଥାବାର୍ତ୍ତା କରି ନ ଥିଲି। ଯେଉଁ ବିବାହ ବିଷୟରେ ଆଲୋଚନା ହେଉଛି ତାହା ବୈଧ ନୁହେଁ ଏବଂ ତେଣୁ ଏହା ଆଇନ ଦୃଷ୍ଟିରେ ଏକ ବିବାହ ନୁହେଁ। ତେଣୁ ଛାଡପତ୍ର ପ୍ରଶ୍ନ କେଉଁଠି ଉଠୁଛି। ଏକଥା ସ୍ପଷ୍ଟ କରିବା ପରେ ନୁଶ୍‌ରତ୍‌ ନିଜ ସମସ୍ତ ସୋସିଆଲ ପ୍ଲାଟଫର୍ମରୁ ସ୍ବାମୀଙ୍କ ସହ ଫଟୋ ହଟାଇ ଦେଇଛନ୍ତି।

ଏକ ବିବୃତ୍ତିରେ ନୁଶରତ କହିଥିଲେ ଯେ ସେ ନିଜେ ତାଙ୍କ ପରିବାରର ଖର୍ଚ୍ଚ କିମ୍ବା ଭଉଣୀର ଶିକ୍ଷା ଖର୍ଚ୍ଚ ପରି ସମସ୍ତ ଆବଶ୍ୟକତା ପୂରଣ କରୁଛନ୍ତି ଏବଂ ଏଥିପାଇଁ ସେ କାହାଠାରୁ ଟଙ୍କା ନେଉନାହାଁନ୍ତି। କିଛି ଖବରରେ ଦାବି କରାଯାଇଥିଲା ଯେ ନୁଶରତ ତାଙ୍କ ସ୍ବାମୀ ନିଖିଲଙ୍କଠାରୁ ତାଙ୍କ ଖର୍ଚ୍ଚ ପାଇଁ ଟଙ୍କା ନେଉଛନ୍ତି। ନୁଶରତ ଆହୁରି ଲେଖିଛନ୍ତି, ଯିଏ ନିଜକୁ ଧନୀ ବୋଲି କହୁଛି ଏବଂ ମୁଁ ତାଙ୍କୁ ବ୍ୟବହାର କରିଛି, ସେ ଆମ ଅଲଗା ହେବା ପରେ ରାତି ଅଧରେ ମୋ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇ ନେବା ସହ ମୋ ପୈତୃକ ଅଳଙ୍କାର ନେଇ ଯାଇଛନ୍ତି। ମୁଁ ଏହି ସୂଚନା ବ୍ୟାଙ୍କକୁ ଦେଇଛି ଏବଂ ଶୀଘ୍ର ପୋଲିସରେ ଅଭିଯୋଗ ଦାଖଲ କରିବି।
ଗତ ୬ ମାସ ହେବ ନୁଶ୍‌ରତ୍‌ ସ୍ବାମୀଙ୍କ ସହ ରହୁନାହାନ୍ତି। ଗତ କିଛି ଦିନ ହେବ ବଙ୍ଗଳା ଅଭିନେତା ତଥା ଭାଜପା ନେତା ୟଶ ଦାସଗୁପ୍ତାଙ୍କ ସହ ନୁଶ୍‌ରତ୍‌ଙ୍କ ସମ୍ପର୍କ ରହିଛି ବୋଲି ଆଲୋଚନା ଚାଲିଛି। ଉଭୟଙ୍କୁ ଅନେକ ଥର ଏକାଠି ଦେଖିବାକୁ ମିଳିଛି ଏବଂ ଚଳିତ ବର୍ଷର ନୂଆବର୍ଷ ଉଭୟ ରାଜସ୍ଥାନରେ ଏକାଠି ପାଳନ କରିଥିଲେ। ଦୀର୍ଘ ଦିନ ଧରି ପରସ୍ପରକୁ ଡେଟ କରିବା ପରେ ନୁଶ୍‌ରତ୍‌ ୧୯ ଜୁନ ୨୦୧୯ରେ ତୁର୍କୀରେ ନିଖିଲଙ୍କୁ ବିବାହ କରିଥିଲେ। ନୁଶ୍‌ରତ୍‌ ଏବଂ ନିଖିଲଙ୍କ ଏହି ବିବାହ ହିନ୍ଦୁ, ଇସଲାମ ଏବଂ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହନିମୁନ୍‌ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି...

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ...

ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍‌ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍‌ଙ୍କୁ...

ଅଭିନୟ ପାଇଁ କମାଇଥିଲେ ଓଜନ…

ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...

ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିର ସେଲିବ୍ରିଟିଙ୍କ ପ୍ରୋଫେସନାଲ ହେଉ କି ପର୍ସନାଲ ଲାଇଫ୍‌ ବିଷୟରେ ଜାଣିବା ପାଇଁ ସମସ୍ତେ ଉତ୍ସୁକ ରହିଥାନ୍ତି। ବଲିଉଡ୍‌ରେ ଏଭଳି କିଛି ସେଲିବ୍ରିଟି...

ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍‌କୁମ୍‌ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା...

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ
Next Post Next post:
ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts