E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ
11:33 amJune 10, 2021

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ। ସ୍ବାମୀଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରି ଏହି ବ୍ରତ ପାଳନ କରିଛନ୍ତି।

କିମ୍ବଦନ୍ତୀ ଅନୁଯାୟୀ, ସାବିତ୍ରୀଙ୍କ ନିଷ୍ଠାପର ପୂଜାର୍ଚ୍ଚନା ଓ ପ୍ରାର୍ଥନା ଆଗରେ ହାର୍‌ ମାନିଥିଲେ ଖୋଦ୍‌ ଯମରାଜ। ସତ୍ୟବାନଙ୍କୁ ଫେରାଇ ଦେବା ପାଇଁ ସାବିତ୍ରୀ ଯମରାଜଙ୍କୁ ପ୍ରାର୍ଥନା କରିଥିଲେ। ଯେଉଁଥିପାଇଁ ଯମରାଜ ସାବିତ୍ରୀଙ୍କୁ ତାଙ୍କ ସତ୍ୟବାନଙ୍କୁ ଫେରାଇ ଦେଇଥିଲେ। ସେହିଦିନଠାରୁ ପ୍ରତ୍ୟେକ ହିନ୍ଦୁ ନାରୀ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଏହି ବ୍ରତ ପାଳନ କରିଆସୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପେଟ୍ରୋଲ ୨୫, ଡିଜେଲ ୨୮ ପଇସା ବଢ଼ିଲା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣକୁ ଆସିପାରୁନାହିଁ। ବୁଧବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ି ୯୬.୩୦ ଟଙ୍କା ଛୁଇଁଛି। ସେହିଭଳି...

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...

ବିବାହରେ ବିଳମ୍ବ ଯୋଗୁ ହାତ କାଟିଲେ ପ୍ରେମିକା

ଖଇରା, ୨୨।୬: ବିବାହ କରିବାରେ ବିଳମ୍ବ କରୁଥିଲେ ପ୍ରେମିକ। ଆଉ ଘର ଲୋକ ଅନ୍ୟତ୍ର ବିବାହ ପାଇଁ ଚାପ ପକାଉଥିଲେ। ଏଥିଯୋଗୁ ମାନସିକ ଭାରସାମ୍ୟ ହରାଇ...

ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ...

ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍‌ ବାର କାଉନ୍‌ସିଲ ଆଡ୍‌ଭୋକେଟ୍‌ସ ଓ୍ବେଲ୍‌ଫେୟାର କର୍ପସ ଫଣ୍ଡ୍‌ ଷ୍ଟାମ୍ପ୍‌ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର...

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର
Next Post Next post:
ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts