E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍‌ଷ୍ଟାଗ୍ରାମରେ
12:14 pmJune 10, 2021

ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ ଯୁବତୀଙ୍କ କ୍ଷେତ୍ରରେ। ପ୍ରେମରେ ଧୋକା ଖାଇବା ପରେ ସିସି ହାକ୍‌ଶା ନାମକ ଜଣେ ଯୁବତୀ ସୋସିଆଲ ମିଡିଆରେ ତାଙ୍କ ପ୍ରେମ କାହାଣୀ ଶେୟାର କରିଛନ୍ତି। ସେ ଏଥିରେ ଲେଖିଛନ୍ତି, ମୁଁ ଜଣେ ଯୁବକଙ୍କୁ ଦୀର୍ଘଦିନ ଧରି ପ୍ରେମ କରିଆସୁଥିଲି। ଯିଏ କି ଜଣେ ଶିକ୍ଷକ। ସେ ମୋତେ କହିଥିଲେ ତାଙ୍କ ସ୍ତ୍ରୀ ମରିଯାଇଛନ୍ତି। କିନ୍ତୁ ମୁଁ ପରେ ଜାଣିବାକୁ ପାଇଲି ତାଙ୍କର ସ୍ତ୍ରୀ ଏବଂ ଦୁଇ ପିଲା ଅଛନ୍ତି।

ଏହି କଥା ତାଙ୍କୁ ଜଣାପଡ଼ିଲା ଯେତେବେଳେ ସେହି ଶିକ୍ଷକଙ୍କ ସ୍ତ୍ରୀ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କଲେ। ସେ କହିଛନ୍ତି, ମୁଁ ଶିକ୍ଷକଙ୍କୁ ବହୁତ ବିଶ୍ୱାସ କରୁଥିଲି। ତାଙ୍କୁ ନେଇ ମୁଁ ଅନେକ ସ୍ବପ୍ନ ଦେଖିଥିଲି। କାରଣ ସେ ମୋତେ କହିଥିଲେ ତାଙ୍କର ସ୍ତ୍ରୀ କେବେଠାରୁ ମରିସାରିଛନ୍ତି। ତାଙ୍କର କୌଣସି ପିଲା ନାହାନ୍ତି। କିନ୍ତୁ ସୋସିଆଲ ମିଡିଆରୁ ଜଣାପଡ଼ିଲା ତାଙ୍କର ସ୍ତ୍ରୀ ଅଛନ୍ତି ଏବଂ ଦୁହେଁ ଏକାଠି ମଧ୍ୟ ରହୁଛନ୍ତି। ଏନେଇ ସିସି ଶିକ୍ଷକଙ୍କୁ ପଚାରିବାରୁ ସେ କହିଲେ, ମୁଁ ମିଛ କହିଥିଲି। ତାଙ୍କ ସ୍ତ୍ରୀ ବଞ୍ଚିଛନ୍ତି।

ସିସିଙ୍କ ପୋଷ୍ଟରେ ୟୁଜରମାନେ ଭିନ୍ନ ଭିନ୍ନ ମତ ରଖିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଆରେ ବାଃ ସିରିୟଲ କିଲରଙ୍କ ସ୍ତ୍ରୀ ଯେମିତି’। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ମୁଁ ଜଣେ ବ୍ୟକ୍ତିଙ୍କ ସହ ଡେଟ୍‌ କରୁଥିଲି। ଯିଏକି ମୋତେ କହିଥିଲେ ତାଙ୍କ ସ୍ତ୍ରୀ ମରିଯାଇଛନ୍ତି। ମୁଁ ଏବେ ଭାବୁଛି ସତ କଥା କ’ଣ? ସେ ସହରଠୁ ବାହାରେ ଥିଲେ କି? ସିସି କହିଛନ୍ତି, ମୁଁ ଇନ୍‌ଷ୍ଟାଗ୍ରାମରେ ତାଙ୍କ ସ୍ତ୍ରୀଙ୍କୁ ମେସେଜ କରିଥିଲି, ଯାହା ସେ ଆଜି ପର୍ଯ୍ୟନ୍ତ ଦେଖିନାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...

ବନ୍ୟାରେ ଭାସିଗଲା କାର୍‌, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…

ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍‌ ଭାସିଗଲା। ଜଣେ ମହିଳା ଏହି କାର୍‌କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ।...

ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା

ଆଜି ଅର୍ଥାତ୍‌ ଜୁନ୍‌ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ମହାକାଶ ନୁହେଁ, ସମୁଦ୍ର ମଧ୍ୟ ଦେଇ ଆସୁଛନ୍ତି ଏଲିଅନ

ପୃଥିବୀର ବିଭିନ୍ନ ସ୍ଥାନରେ ଏଲିଅନ ଏବଂ ସେମାନଙ୍କ ଯାନ ଦେଖିବାକୁ ମିଳୁଥିବା ଅନେକ ଦାବି କରୁଛନ୍ତି। ଏହି ଦାବି ଉପରେ ବର୍ତ୍ତମାନ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ...

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା...

ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଧାୟକ ପାଣ୍ଠି ସଂଶୋଧନ କର
Next Post Next post:
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts