E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
12:17 pmJune 10, 2021

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। କରୋନା ଭଳି ସମୟରେ ଔଷଧ ଦୋକାନର କର୍ମଚାରୀମାନେ କୌଣସି ବାଧାବିଘ୍ନରେ ସାଧାରଣ ଲୋକଙ୍କୁ ସେବା ଯୋଗାଇଛନ୍ତି। ଲକ୍‌ଡାଉନ୍‌ ବା ଶଟ୍‌ଡାଉନ ସବୁ ସମୟରେ ସେମାନେ ଔଷଧ ବିତରଣରେ କୌଣସି ହେଳା କରିନାହାନ୍ତି। ତେଣୁ ସେମାନଙ୍କ କାର୍ଯ୍ୟ ଓ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଔଷଧ ଦୋକାନର କର୍ମଚାରୀଙ୍କୁ ଟିକାକରଣରେ ପ୍ରାଧାନ୍ୟ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ କର୍ମଚାରୀମାନେ ୪୫ ଓ ଊଦ୍ଧର୍‌ବ ବର୍ଷର ହୋଇଥିବେ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟିକା ଏବଂ ଯେଉଁମାନେ ୧୮ରୁ ୪୪ବର୍ଷ ମଧ୍ୟରେ ଥିବେ ସେମାନଙ୍କୁ ରାଜ୍ୟ ସରକାର କିଣିଥିବା ଟିକାକୁ ଦେବା ପାଇଁ ଚିଠିରେ ଦର୍ଶାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...

ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର...

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ...

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍‌ଷ୍ଟାଗ୍ରାମରେ
Next Post Next post:
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts