E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌
12:35 pmJune 10, 2021

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ ଖେଳାଳିଙ୍କୁ ବାର୍ଷିକ ଚୁକ୍ତି ହିସାବରେ ଟଙ୍କା ଦିଆଯାଇଥାଏ। ବୋର୍ଡ ଖେଳାଳିଙ୍କୁ ୪ଟି ଗ୍ରେଡ୍‌ରେ ବିଭକ୍ତ କରିଛି। ଗ୍ରେଡ୍‌ ଏ+, ଗ୍ରେଡ୍‌ ଏ, ଗ୍ରେଡ୍‌ ବି ଏବଂ ଗ୍ରେଡ୍‌ ସି। ଗ୍ରେଡ୍‌ ଏ+ ଖେଳାଳି ପ୍ରତିର୍ଷ ୭ କୋଟି ପାଉଥିବାବେଳେ ଗ୍ରେଡ ଏ ଖେଳାଳି ୫ କୋଟି, ଗ୍ରେଡ୍‌ ବି ଖେଳାଳି ୩ କୋଟି, ଗ୍ରେଡ୍‌ ସି ୧ କୋଟି ଟଙ୍କା ପାଇଥାନ୍ତି। ଏହି ରାଶି ଖେଳାଳିମାନଙ୍କୁ ପ୍ରତିବର୍ଷ ମିଳିବା ଥୟ। ସେମାନେ ମ୍ୟାଚ୍‌ ଖେଳନ୍ତୁ ଅବା ନ ଖେଳନ୍ତୁ। ଏହି ଟଙ୍କା ବ୍ୟତୀତ ଖେଳାଳିମାନଙ୍କୁ ମ୍ୟାଚ୍‌ ପିଛା ଫିସ୍‌ ମିଳିଥାଏ। କୁହାଯାଏ, ପ୍ରତି ଘଣ୍ଟାରେ ଅନ୍ତର୍ଜାତୀୟ ଭାରତୀୟ ଖେଳାଳି ୧ ଲକ୍ଷ ଟଙ୍କା କମାନ୍ତି। ଖେଳାଳି ଗୋଟିଏ ଟେଷ୍ଟ ମ୍ୟାଚ୍‌ ପିଛା ୧୫ ଲକ୍ଷ, ଗୋଟିଏ ଏକଦିବସୀୟ ୬ ଲକ୍ଷ ଏବଂ ଗୋଟିଏ ଟି-୨୦ ପାଇଁ ୩ ଲକ୍ଷ ଟଙ୍କା ନେଇଥାନ୍ତି। ଯଦି କୌଣସି ଖେଳାଳି ଶେଷ ଏକାଦଶରେ ସ୍ଥାନ ପାଆନ୍ତି ନାହିଁ ତେବେ ଏହି ରାଶିର ଅଧା ସେମାନଙ୍କୁ ମିଳିଥାଏ। ଖେଳାଳିମାନଙ୍କୁ ଏହା ବାଦ୍‌ ମଧ୍ୟ ଟଙ୍କା ମିଳିଥାଏ। ଏହାକୁ ବୋନସ୍‌ ଟଙ୍କା ମଧ୍ୟ କୁହାଯାଇଥାଏ। କୌଣସି ଐତିହାସିକ ଟେଷ୍ଟ ବିଜୟ ପରେ ଖେଳାଳିମାନଙ୍କୁ ଏହି ବୋନସ ଟଙ୍କା ଦିଆଯାଏ। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ଆକାଶ ଚୋପ୍ରା ଏହା ସହ ଜଡିତ କିଛି ରୋଚକ ତଥ୍ୟ ଦେଇଛନ୍ତି। ଯଦି ଜଣେ ଖେଳାଳି ଦ୍ୱିଶତକ ସ୍କୋର କରନ୍ତି, ତେବେ ତାଙ୍କୁ ଅତିରିକ୍ତ ୭ଲକ୍ଷ ଟଙ୍କା ମିଳିବ। ଏକ ଶତକ ସ୍କୋର କରିବାବେଳେ ୫ ଲକ୍ଷ ଟଙ୍କା ମିଳିଥାଏ। ଯଦି ଜଣେ ବୋଲର ୫ ଉଇକେଟ ନିଅନ୍ତି, ତେବେ ତାଙ୍କୁ ୫ ଲକ୍ଷ ଟଙ୍କା ବୋନସ ମିଳିବ। ଏହି ଟଙ୍କା ମ୍ୟାଚ ଫି ର ଅଂଶ ନୁହେଁ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ

ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍‌ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...

ଦିୟା-ସ୍ବସ୍ତିକା ରନର୍ସଅପ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍‌ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍‌ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା...

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ପାରାଗୁଏଠାରୁ ହାରିଲା ବଲିଭିଆ

ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍‌ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ...

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା ଛୁଇଁଲା ମୌସୁମୀ
Next Post Next post:
୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts