E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଲାଇଭ୍‌ ଶୋ’ବେଳେ ଏମ୍‌ପିଙ୍କ କଲର୍‌ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ
12:51 pmJune 10, 2021

ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍‌ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ପାକିସ୍ତାନର ଏକ ନ୍ୟୁଜ ଚ୍ୟାନେଲରେ ଲାଇଭ ଶୋ’ରେ ବିତର୍କ ସମୟରେ ଶାସକ ଦଳର ଜଣେ ମହିଳା ନେତ୍ରୀ ଏତେ ରାଗିଯାଇଥିଲେ ଯେ, ବିପକ୍ଷ ଏମ୍‌ପିଙ୍କୁ ଚାପୁଡା ମାରିବାକୁ ପଛାଇ ନ ଥିଲେ। ଟିଭି ବିତର୍କରେ ଏହି ଲଢେଇର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପାକିସ୍ତାନର ଲୋକମାନେ ଏହାକୁ ସମାଲୋଚନା କରୁଛନ୍ତି। ପାକିସ୍ତାନର ଏକ ଘରୋଇ ଚ୍ୟାନେଲରେ ରାଜନୈତିକ ପ୍ରସଙ୍ଗ ଉପରେ ବିତର୍କ ଚାଲିଥିଲା। ଏଥିରେ ଶାସକ ତଥା ବିରୋଧୀ ଦଳର ନେତାମାନେ ଉପସ୍ଥିତ ଥିଲେ। ବିତର୍କ ସମୟରେ ସେଠାରେ ଉପସ୍ଥିତ ଥିବା ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟକ (ସୂଚନା) ଡା. ଫିରଦୋସ ଆଶିକ ଆୱାନ ବିରୋଧୀ ପିପିପି ଏମଏନଏ ଏମ୍‌ପି କାଦିର ମନ୍ଦୋଖେଲଙ୍କ ସହ ଯୁକ୍ତିତର୍କ କରିଥିଲେ। ଦୁହିଁଙ୍କ ମଧ୍ୟରେ ଯୁକ୍ତିତର୍କ ଏତେ ଅଧିକ ହେଲା ଯେ କାଦିରଙ୍କ କଲର୍‌ ଧରି ଚାପୁଡ଼ା ମାରିଥିଲେ ଆଓ୍ବାନ। ଖୁବ ଶୀଘ୍ର ଏହି ଭିଡିଓ କ୍ଲିପ ସୋସିଆଲ ମିଡିଆରେ ଭାଇରାଲ ହେଲା। ଦୁର୍ନୀତି ପ୍ରସଙ୍ଗରେ ଦୁଇ ନେତାଙ୍କ ମଧ୍ୟରେ ବିତର୍କ ହୋଇଥିଲା ।

Firdous Ashiq Awan and PPP’s Mandokhel pic.twitter.com/opDGYZFKfx

— Murtaza Ali Shah (@MurtazaViews) June 9, 2021


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

ଆବର୍ଜନା ପାହାଡ଼ରେ ପାର୍କ

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ।...

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...

ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ

ଲଣ୍ଡନ,୧୯ା୬: ଇଂଲଣ୍ଡରେ ନାଇଟ୍‌ ପାର୍ଟି କରାଉଥିବା ଏକ କମ୍ପାନୀକୁ ସରକାରଙ୍କ ପକ୍ଷରୁ ୩୬୦୦୦ ପାଉଣ୍ଡ ଅର୍ଥାତ୍‌ ୩୭ ଲକ୍ଷ ଟଙ୍କା ମିଳୁଛି। ଏପରି ନିଷ୍ପତ୍ତି ପାଇଁ...

ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର

ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
Next Post Next post:
ପ୍ରଦୂଷଣରେ ଆମେରିକା ସେନା ନମ୍ବର ୧

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts