E-Paper
  • logo
  • Monday 27th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…
2:59 pmJune 10, 2021

ତେଳଅଭିବ୍‌,୧୦।୬: ଇସ୍ରାଏଲ୍‌ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ କାର୍ଯ୍ୟକ୍ରମ ଅର୍ନ୍ତଗତ ଖନନ ହେଉଥିବା ସମୟରେ ଅଣ୍ଡାଟି ମିଳିଥିବା ନେଇ ପ୍ରତ୍ନତତ୍ତ୍ୱ ବିଭାଗର ବିଶେଷଜ୍ଞ ଡ. ଲି ପେରି ଗାଲ୍‌ ସୂଚନା ଦେଇଛନ୍ତି। କୁକୁଡ଼ା ପାଳନ ୬ ହଜାର ବର୍ଷ ତଳେ ପ୍ରଥମେ ଦକ୍ଷିଣ ପୂର୍ବ ଏସିଆରେ ହୋଇଥିବା ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ

ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...

ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ

ହାତୀ ଏବଂ ମଣିଷ ମଧ୍ୟରେ ବନ୍ଧୁତା ଫିଲ୍ମ ‘ହାଥୀ ମେରା ସାଥୀ’ରେ ନିଶ୍ଚିତ ଦେଖିଥିବେ। ଫିଲ୍ମରେ ହାତୀ ମରିବା ପରେ ଅଭିନେତା ହାତୀକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।...

୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…

ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍‌ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...

ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ...

ଶାରଳା ଆମେରିକାରେ ବିଚାରପତି

ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କନେକ୍ଟିକଟ୍‌ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍‌ ଜିଲାର ଆମେରିକା...

ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ

ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍‌ ଗୁରୁବାରରେ ପଡ଼ିଛି ଏହି ବ୍ରତ।...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ
Next Post Next post:
ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts