E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
3:36 pmJune 10, 2021

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା ଚୋବାଇ ଖାଇଥିଲା। ସ୍ଥାନୀୟ ଲୁୁଙ୍ଗାଗା ଗାଁରେ ଥିବ ଭତକ୍ଟୋରିଆ ହ୍ରଦରେ ଏହି କୁମ୍ଭୀରଟି ରହିଥିଲା। ଏହାର ଆତଙ୍କ ଯୋଗୁ ଲୋକେ ତାକୁ ଆତଙ୍କବାଦୀ ଓସାମା ବିନ୍‌ ଲାଡ଼େନ୍‌ ଭାବେ ନାମିତ କରିଥିଲେ। କୁମ୍ଭୀର ଶରୀରରେ ଓସାମା ଆତ୍ମା ପ୍ରବେଶ କରିଥିବା ଲୋକେ ବିଶ୍ୱାସ କରୁଥିଲେ। ୭୫ ବର୍ଷ ବୟସ୍କ ଏହି କୁମ୍ଭୀର ୧୯୯୧ରୁ ୨୦୦୫ ମଧ୍ୟରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ରଚିଥିଲା। ପରେ ଏହି ଅଞ୍ଚଳର ୫୦ଟି ଗାଁ ଲୋକେ ଦିନ ରାତି ମିଳିତ ହୋଇ କୁମ୍ଭୀରକୁ ଧରିବା ପାଇଁ ଯୋଜନା କରିଥିଲେ। ଶେଷରେ ଓସାମା ଧରା ପଡ଼ିଥିଲା। ମାତ୍ର ଏହାକୁ ହତ୍ୟା କରା ଯାଇ ନ ଥିଲା। ଲୋକେ ଓସାମାକୁ ମାରିବାକୁ ଚାହୁଁଥିଲେ ମଧ୍ୟ ସରକାର ଏହାର ଅନୁମତି ଦେଇ ନ ଥିଲେ। ଏବେ ଓସାମାକୁ ୟୁଗାଣ୍ଡାର କୁମ୍ଭୀର ପ୍ରଜନନ କେନ୍ଦ୍ରରେ ରଖାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି...

ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ

ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍‌ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍‌ରେ ପୋଷ୍ଟ କରିଥିବା ଚାଇନିଜ୍‌ ବ୍ଲଗର...

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ...

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।...

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...

ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…

ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

୬୫୦୦ ଫୁଟ ଉଚ୍ଚ ପାହାଡ଼ ଉପରେ ଅନ୍ତରଙ୍ଗ ମୁହୂର୍ତ୍ତରେ ମାତିଥିଲେ ପ୍ରେମୀଯୁଗଳ, ଜାଣି ନ ଥିଲେ ଲାଗିଛି ଓ୍ବେବ୍‌ କ୍ୟାମେରା, ଆଉ ତା’ ପରେ…

ପ୍ରେମୀଯୁଗଳ ଉଚ୍ଚ ପାହାଡ଼ ଉପରେ ରୋମାନ୍ସ କରୁଥିଲେ। ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି। ଏହି ଯୋଡ଼ି ୬୫୦୦ ଫୁଟ ଉଚ୍ଚରେ ଶାରୀରିକ ସମ୍ବନ୍ଧ ରକ୍ଷା କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି କ୍ରିକେଟର୍‌ଙ୍କ ଜ୍ୟାକେଟ୍‌ ପିନ୍ଧି ଫଟୋ ଶେୟାର କଲେ ଅଭିନେତ୍ରୀ
Next Post Next post:
ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts