ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମ୍ସନ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ଏବେ ନ୍ୟୁଜିଲାଣ୍ଡ ଉଇକେଟ କିପର-ବ୍ୟାଟ୍ସମ୍ୟାନ ବିଜେ ୱାଟଲିଂ ମଧ୍ୟ ଆହତ କାରଣରୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ୱାଟଲିଂଙ୍କ ସ୍ଥାନରେ ଟମ ବ୍ଲେଣ୍ଡାଲ ଉଇକେଟ କିପିଂ ଦାୟିତ୍ୱ ନେବେ। ୱାଟଲିଂ ଏବଂ କେନ ୱିଲିୟମସନଙ୍କ ବ୍ୟତୀତ ମିଚେଲ ସାଣ୍ଟନର୍ ମଧ୍ୟ ଆହତ ହୋଇଛନ୍ତି ଏବଂ ଦ୍ୱିତୀୟ ଟେଷ୍ଟରେ ଅଂଶଗ୍ରହଣ କରିବେ ନାହିଁ। ଲର୍ଡସରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ସାଣ୍ଟନରଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା।
ଏଥି ସହିତ, ବାମହାତୀ ବ୍ୟାଟ୍ସମ୍ୟାନ ଟମ ଲାଥାମ ଜୁନ ୧୦ରୁ ଆରମ୍ଭ ହେଉଥିବା ଟେଷ୍ଟରେ ୱିଲିୟମସନଙ୍କ ସ୍ଥାନରେ ଅଧିନାୟକ ହେବେ। ଜୁନ ୧୮ ଠାରୁ ସାଉଥମ୍ପଟନରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ଖେଳାଯିବ।
ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ
ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା...
ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍ଙ୍କ ମାମଲା
ଲଣ୍ଡନ,୮।୬: ଇଂଲଣ୍ଡ ପେସର୍ ଓଲି ରବିନ୍ସନ୍ ବିବାଦୀୟ ଟୁଇଟ୍ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...
ଜେଲ୍ରୁ ମହାନ୍ କ୍ରିକେଟର୍: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍
ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ...
ଜାତୀୟ ଆନ୍ତଃରାଜ୍ୟ ଆଥ୍ଲେଟିକ ଚାମ୍ପିୟନଶିପ୍: ୧୦୦ ମିଟର ଫାଇନାଲରେ ଅମିୟ
ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍ଲେଟିକ ଚାମ୍ପିୟନଶିପ୍। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସ୍ପୋଟର୍ସ (ଏନ୍ଏସ୍ଏନ୍ଆଇଏସ୍)ଠାରେ ଆରମ୍ଭ...
‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା...
ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍ ସୁଇପ୍
ଗ୍ରସ୍ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ...
ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍ ଡିଭିଜନ...
ଢାକା ପ୍ରିମିୟର ଲିଗ୍:ଶକିବ ୩ଟି ମ୍ୟାଚରୁ ସସ୍ପେଣ୍ଡ
ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍ ମ୍ୟାଚ୍ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍...


