E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

କାଳ ହେଲା ମର୍ନିଂ ଓ୍ବାକ୍‌
7:12 pmJune 10, 2021

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମର ବାଞ୍ଛାନିଧି ସେଠୀ (୭୦)। ସେହିପରି କେଳାପଙ୍କାଳ ଗ୍ରାମର ସବିତା ପରିଡ଼ା ଗାଧୋଇ ଯାଉଥିବା ବେଳେ ହାତୀପଲ ହାବୁଡ଼ରେ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଭଞ୍ଜନଗର ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି।
ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରେ ହାତୀପଲ ଘୂରି ବୁଲୁଥିବା ବେଳେ ରବିବାର ରାତିରେ ୧୧ କେ.ଭି. ବିଦ୍ୟୁତ୍‌ ତାରରେ ଲାଗି ଏକ ଦନ୍ତାର ମୃତ୍ୟୁ ଘଟିଥିଲା। ପରେ ଉକ୍ତ ପଲରେ ଥିବା ଆଉ ୭ଟି ହାତୀ ଏବେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି। ଗୁରୁବାର ଜିଲିବା ଗ୍ରାମର ବାଞ୍ଛାନିଧିଙ୍କ ସମେତ ବହୁ ଲୋକ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ କୁରେଇଶୁଣି ପାହାଡ଼ ପଟୁ ହାତୀପଲ ରାସ୍ତାକୁ ଚାଲି ଆସିଥିଲେ। ହାତୀ ଦେଖି ଲୋକେ ଦୌଡାଦୌଡ଼ି କରିଥିଲେ। ବାଞ୍ଛାନିଧି ଯାଇ ନ ପାରିବାରୁ ହାତୀ ଆକ୍ରମଣରେ ଗୁରୁତର ଆହତ ହୋଇଥିଲେ। ହାତୀପଲ ଯିବାପରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବେଲଗୁଣ୍ଠା ଡାକ୍ତରଖାନାକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟ ନାରାୟଣ ବେଉରା, ରେଞ୍ଜର ଫକୀର ଚରଣ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ବେଲଗୁଣ୍ଠା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହି ଘଟଣାର କିଛି ସମୟ ପରେ କେଳାପଙ୍କାଳର ସବିତା ନଦୀକୁ ଗାଧୋଇବାକୁ ଯିବାବେଳେ ହାତୀପଲ ହାବୁଡ଼ରେ ପଡ଼ି ଆହତ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ

ଅନୁଗୋଳ ଅଫିସ, ୨ା୬ – କୋଭିଡ୍‌-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ...

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ...

ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଙ୍କଟରେ କୁମ୍ବଲେଙ୍କ ରେକର୍ଡ
Next Post Next post:
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts