ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା ବେଳେ ୪୫୯ ସ୍ଥାନୀୟ ସଂକ୍ରମଣ ରହିଛି। ଏନେଇ ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ
ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...
ନଦୀଭିତ୍ତିକ ବନ୍ଦର ସ୍ବପ୍ନ
କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍-ପ୍ରାଇଭେଟ୍-ପାର୍ଟନରଶିପ୍ (ପିପିପି) ମୋଡ୍ରେ...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...
୧୯ ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ...


