E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟିମ୍‌ ଇଣ୍ଡିଆର ଅଧିନାୟକ ହେବାକୁ ଚାହୁଁଥିଲେ ଏହି ମହାନ ଖେଳାଳି
8:04 pmJune 10, 2021

ନୂଆଦିଲ୍ଲୀ, ୧୦।୬: ଦୁଇ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ ଯୁବରାଜ ସିଂ (ଯୁବି)। ଅନେକ ଥର ମ୍ୟାଚ୍‌ ବିଜୟୀ ପାଳି ଖେଳିଥିବା ଏହି ଅଲରାଉଣ୍ଡର ଟିମ୍‌ ଇଣ୍ଡିଆର ଅଧିନାୟକ ହେବାକୁ ଆଶା ରଖିଥିଲେ। କିନ୍ତୁ ବାମହାତୀ ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ଅଣଦେଖା କରାଯାଇ ମହେନ୍ଦ୍ର ସିଂ ଧୋନୀଙ୍କୁ ଦିଆଯାଇଥିଲା ଅଧିନାୟକ ଭାର।

ଏକ ସାକ୍ଷାତ୍‌କାରରେ ଯୁବି କହିଛନ୍ତି, ୨୦୦୭ ଟି୨୦ ବିଶ୍ୱକପ୍‌ ଲାଗି ଅଧିନାୟକ ଭାବେ ଧୋନୀଙ୍କ ନାମ ଘୋଷଣା କରାଯିବା ପୂର୍ବରୁ ମୁଁ ଆଶା ରଖିଥିଲି।

”୫୦ ଓଭର ବିଶ୍ୱକପ୍‌ରେ ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ଅଶାନ୍ତି ଦେଖାଦେଇଥିଲା। ବିଶ୍ୱକପ୍‌ ପରେ ୨ ମାସିଆ ଇଂଲଣ୍ଡ ଗସ୍ତ, ତା’ ପରେ ଦକ୍ଷିଣ ଆଫ୍ରିକା ଓ ଆୟର୍ଲାଣ୍ଡ ଗସ୍ତ କରିବାର ଥିଲା। ଟି୨୦ ବିଶ୍ୱକପ୍‌ ମଧ୍ୟ ରହିଥାଏ। ଏଥି ଲାଗି ଘର ଠାରୁ ୪ ମାସ ଦୂରେଇ ରହିବାର ଥିଲା। ଏଣୁ ଦଳର ସିନିୟର ଖେଳାଳିମାନେ ବିଶ୍ରାମ ନେବାକୁ ଚିନ୍ତା କରିଥିଲେ। ଆଉ ୨୦୦୭ ଟି୨୦ ବିଶ୍ୱକପ୍‌କୁ କେହି ଗମ୍ଭୀରତା ସହ ନେଇ ନ ଥିଲେ। ଏହି ବିଶ୍ୱକପ୍‌ରେ ମୁଁ ଅଧିନାୟକ ହେବି ବୋଲି ଆଶା ରଖିଥିଲି। କିନ୍ତୁ ଶେଷରେ ଅଧିନାୟକ ଭାବେ ଧୋନୀଙ୍କ ନାମ ଘୋଷଣା ହୋଇଥିଲା“ ବୋଲି ଯୁବରାଜ କହିଛନ୍ତି।

ଟି୨୦ ବିଶ୍ୱକପ ଚାମ୍ପିୟନ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ ଯୁବି। ଇଂଲଣ୍ଡ ବିପକ୍ଷରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇବା ସହ ଯୁବରାଜ ସେମିଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳକୁ ମିଳିଲା ଖୁସି ଖବର

ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍‌...

ଟି୨୦ ବିଶ୍ୱକପ୍‌ ଭାରତ ବାହାରକୁ ଯିବ: ଆବୁଧାବି, ଦୁବାଇ, ଶାରଜା, ମସ୍କଟରେ ମ୍ୟାଚ୍‌ ସମ୍ଭାବନା

ନୂଆଦିଲ୍ଲୀ,୬।୬(ପି.ଟି.): ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ଭାରତରେ ନ ହେବା ଏକପ୍ରକାର ନିଶ୍ଚିତ ହୋଇଛି।...

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ...

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

୮ ବର୍ଷ ତଳେ କରିଥିଲେ ଟୁଇଟ୍‌: ଏବେ ମାଗିଲେ କ୍ଷମା

ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍‌ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
Next Post Next post:
ବଚସାରୁ ହତ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts