E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କନ୍ଧମାଳ, ରାଜ୍ୟ

ଗୋରୁ ଗୋଠ ଉପରେ ବଜ୍ରପାତ
8:42 pmJune 10, 2021

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।

ଗୋରୁପଲ ବାରଖମା ଫାଣ୍ଡି ନିକଟରେ ଚରୁଥିବା ବେଳେ ବର୍ଷା ହେବାରୁ ଏକ ଗଛମୂଳକୁ ଆସି ଆଶ୍ରୟ ନେଇଥିଲେ। ବଜ୍ରପାତରେ ସେମାନଙ୍କ ମୃତ୍ୟୁ ଘଟିଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଗୋରୁ ମାଲିକଙ୍କୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କନ୍ଧମାଳ, ରାଜ୍ୟ View All

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...

୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ

ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ...

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮...

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...

ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...

ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଚସାରୁ ହତ୍ୟା
Next Post Next post:
‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts