E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’
8:54 pmJune 10, 2021

ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା ପକ୍ଷରୁ ଏଭଳି ଅଭିଯୋଗ କରାଯାଇଥିଲା। ଏହାର ଉତ୍ତରରେ ବିରୋଧୀଙ୍କୁ ତାଚ୍ଛଲ୍ୟ କରି ମୁମ୍ବାଇ ମେୟର କିଶୋରୀ ପେଡନେକର କହିଛନ୍ତି, କୋଭିଡ୍‌ ଜନିତ ମୃତକଙ୍କ ସମ୍ପର୍କିତ ତଥ୍ୟ ଲୁଚା ଯାଉନାହିଁ। କୋଭିଡ୍‌ ଆକ୍ରାନ୍ତଙ୍କ ମୃତଦେହ ଫୋପାଡ଼ିବା ପାଇଁ ମୁମ୍ବାଇରେ ନଦୀ ନାହିଁ। କୋଭିଡ୍‌ କାରଣରୁ ମୃତ୍ୟୁ ହେଉଥିବା ଲୋକଙ୍କ ସଂଖ୍ୟାକୁ ୩ଟି ସ୍ଥାନରେ ରେକର୍ଡ କରାଯାଉଛି। ଏଣୁ ତଥ୍ୟ ଲୁଚାଇ ହେବ ନାହିଁ।

କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ମହାରାଷ୍ଟ୍ର ସରକାରଙ୍କୁ ବିରୋଧୀ ଭାଜପା ସମାଲୋଚନା କରି ଆସୁଛି। ଦ୍ୱିତୀୟ ଲହରରେ ମୁମ୍ବାଇର କୋଭିଡ୍‌ ପରିଚାଳନା ଉଦାହରଣ ସୃଷ୍ଟି କରିଛି। ଗତ ମାସରେ ଅକ୍ସିଜେନ ଅଭାବର ଶୁଣାଣିବେଳେ ସୁପ୍ରିମକୋର୍ଟ ଗ୍ରେଟର ମୁମ୍ବାଇର ମ୍ୟୁନିସିପାଲ କର୍ପୋରେଶନକୁ ପ୍ରଶଂସା କରିଥିଲେ। ଉଲ୍ଲେଖଥାଉ କି, ଭାଜପା ଶାସିତ ଉତ୍ତର ପ୍ରଦେଶ ଓ ବିହାରରେ କୋଭିଡ୍‌ ଜନିତ ହଜାର ହଜାର ମୃତକଙ୍କ ମୃତଦେହକୁ ନଦୀ ଭସାଇ ଦିଆଯିବା ସହ କୂଳରେ ପୋତି ଦିଆଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ...

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ...

ଛାତ୍ରଙ୍କ ସହ ଫେରାର୍‌ ହେଲେ ଟ୍ୟୁସନ୍‌ ଦିଦି

ପାନିପତ୍‌,୧।୬: ହରିୟାଣାର ପାନିପତ୍‌ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍‌...

ସ୍ବିସ୍‌ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୯।୬: ସ୍ବିସ୍‌ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ପକ୍ଷରୁ...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୋରୁ ଗୋଠ ଉପରେ ବଜ୍ରପାତ
Next Post Next post:
ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts