E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ
10:12 pmJune 10, 2021

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ ଡୋର୍‌ ଭାଙ୍ଗି ଥିଲେ। ଏହାକୁ ବିରୋଧ କରିଥିଲେ ସୁରକ୍ଷା କର୍ମଚାରୀ। ଫଳରେ ସୁରକ୍ଷା କର୍ମଚାରୀ ଏବଂ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ବିଶ୍ୱବିଦ୍ୟାଳୟ ପ୍ରଶାସନ ଛାତ୍ରମାନଙ୍କ ବିରୋଧରେ ଥାନାରେ ଏତଲା ଦାଏର କରିଛି। ୟୁନିଭର୍ସିଟି କର୍ତ୍ତୃପକ୍ଷଙ୍କ ଅଭିଯୋଗ ଅନୁଯାୟୀ, ଛାତ୍ର ଗୋଷ୍ଠୀ ୨ ଦିନ ହେଲା ବି.ଆର୍‌. ଆମ୍ବେଡ୍‌କର ଲାଇବ୍ରେରିକୁ କବ୍‌ଜା କରି ରଖିଥିଲେ। ୮ ତାରିଖରେ ଏହି ଘଟଣା ଘଟିଥିବା ବେଳେ ବୁଧବାର ମାମଲା ରୁଜୁ ହୋଇଥିବା ପୋଲିସ କହିଛି। ତେବେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇନାହିଁ। ମହାମାରୀ ସମୟରେ ବିଶୃଙ୍ଖଳିତ ଛାତ୍ରମାନଙ୍କ ଏଭଳି କାର୍ଯ୍ୟ ଯୋଗୁ ଲାଇବ୍ରେରି କର୍ମଚାରୀ ଏବଂ ହଷ୍ଟେଲରେ ରହୁଥିବା ଅନ୍ୟ ପିଲାମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି ହୋଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...

ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..

ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ...

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା

ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୧୦, ୨୦୨୧)
Next Post Next post:
ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍‌ପି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts