E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ
10:53 pmJune 10, 2021

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି ଏକ ଘଟଣା। ଅଭିଯୋଗ ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ଯୁବକଙ୍କୁ ଗିରଫ କରିଛି।

ନବମ ଶ୍ରେଣୀର ନାବାଳିକାଙ୍କୁ ଉକ୍ତ ଯୁବକ ବହୁବାର ପ୍ରେମ ନିବେଦନ କରି ବିଫଳ ହୋଇଥିଲେ। ଏ ସମ୍ପର୍କରେ ନାବାଳିକା ଘରେ ଜଣାଇବା ପରେ ଗାଁରେ ଏକ ବୈଠକ ବସିଥିଲା। ଏଥିରେ ଯୁବକଙ୍କୁ ଭୁଲ ମାଗିବାକୁ ପଡ଼ିଥିଲା। ଗୁରୁବାର ସକାଳେ ନାବାଳିକା ତାଙ୍କ ସାଙ୍ଗଙ୍କ ସହ ଟ୍ୟୁଶନ ଯାଉଥିବା ବେଳେ ଯୁବକ ଜଣକଙ୍କ ସାମ୍ନାରେ ପଡ଼ି ଯାଇଥିଲେ। ନାବାଳିକାଙ୍କୁ ସେ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଥିଲେ। ନାବାଳିକାଙ୍କ ସାଙ୍ଗ ଗାଁରେ ଖବର ଦେବା ପରେ ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ଡାକ୍ତରଖାନାକୁ ନିଆଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା...

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସେନା ବିମାନ ଦୁର୍ଘଟଣା: ୧୨ ମୃତ
Next Post Next post:
‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts