ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ କରିବେ। ଭାରତୀୟ ଟି୨୦ ଅଧିନାୟିକା ହରମନପ୍ରୀତ କୌର ମାଞ୍ଚେଷ୍ଟର ଅରିଜିନାଲ୍ସ ଏବଂ ଶେଫାଳି ବର୍ମା ବର୍ମିଂହାମ ଫୋଏନିକ୍ସରୁ ପ୍ରତିନିଧିତ୍ୱ କରିବେ। ଅନ୍ୟ ଭାରତୀୟଙ୍କ ମଧ୍ୟରେ ଓପନର ସ୍ମୃତି ମନ୍ଧାନା, ଅଲରାଉଣ୍ଡର ଦୀପ୍ତି ଶର୍ମା ଏବଂ ବ୍ୟାଟ୍ସଓମ୍ୟାନ ଜେମିମା ରୋଡ୍ରିଗ୍ବେଜ ଏହି ୧୦୦ ବଲ୍ ଟୁର୍ନାମେଣ୍ଟରେ ଖେଳିବେ। ପ୍ରତିଯୋଗିତାରେ ୮ ମହିଳା ଓ ପୁରୁଷ ଦଳ ଭାଗନେବେ। ଟି୨୦ ର଼୍ୟାଙ୍କିଙ୍ଗ୍ର ନମ୍ବରଓ୍ବାନ ସ୍ଥାନରେ ଥିବା ୧୭ ବର୍ଷୀୟା ଶେଫାଳି ନ୍ୟୁଜିଲାଣ୍ଡର ସୋଫି ଡିଭାଇନ୍ଙ୍କ ସ୍ଥାନରେ ବର୍ମିଂହାମ ଫୋଏନିକ୍ସରୁ ଖେଳିବେ। ଦୀପ୍ତି ଲଣ୍ଡନ ସ୍ପିରିଟ, ଭାରତୀୟ ଟି୨୦ ଉପ-ଅଧିନାୟିକା ସ୍ମୃତି ସର୍ଦ୍ଦର୍ନ ବ୍ରେଭ୍ ଏବଂ ରୋଡ୍ରିଗ୍ବେଜ ନର୍ଦ୍ଦର୍ନ ସୁପରଚାର୍ଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିବେ।
ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି
ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...
ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍ ସସ୍ପେଣ୍ଡ
ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍ଙ୍କୁ ସାମୟିକ ସସ୍ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍ ଟେଷ୍ଟରୁ ସେ ନିଜକୁ ଦୂରେଇ...
ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ
ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର...
ୟୁରୋ କପ୍ ଫୁଟ୍ବଲ: ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଡ୍ର
ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍ର ଟପ୍ ସ୍କୋରର ହାରି କେନ୍ ଏଠାରେ ଇଂଲଣ୍ଡ...
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା...
ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’
ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ...
ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି
ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...


