E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମୟୂରଭଞ୍ଜ, ରାଜ୍ୟ

ବିଦେଶରେ ମୟୂରଭଞ୍ଜ ଛତୁ
8:10 amJune 11, 2021

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି। ଛତୁ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହିତ ୨୪ଶହରୁ ଊର୍ଦ୍ଧ୍ୱ ସ୍ବୟଂସହାୟିକା ଗୋଷ୍ଠୀ(ଏସଏଚ୍‌ଜି)ଙ୍କ ପାଇଁ ରୋଜଗାର ଯୋଗାଇ ଚର୍ଚ୍ଚାରେ ରହିଛନ୍ତି ମୟୂରଭଞ୍ଜର ଦମ୍ପତି। ଅନ୍ୟ ପାଇଁ ଉଦାହରଣ ସାଜିଥିବା ଏହି ସଫଳ ଦମ୍ପତି ହେଲେ ବାରିପଦା ସହର ଉପକଣ୍ଠ ଦେବେନ୍ଦ୍ରପୁରର ଶିଶିର ଚନ୍ଦ୍ର ମହାନ୍ତ ଓ ତାଙ୍କ ସ୍ତ୍ରୀ ପଙ୍କଜିନୀ। ନିଷ୍ଠା ଓ ଅକ୍ଳାନ୍ତ ପରିଶ୍ରମ ଦ୍ୱାରା ଉଭୟେ ଆଜି ବେଶ ସୁନାମ ଅର୍ଜନ କରିପାରିଛନ୍ତି।
କୃଷ୍ଣଚନ୍ଦ୍ରପୁର କଲେଜରେ ଶିଶିର ଚନ୍ଦ୍ର ଚୁକ୍ତିଭିତ୍ତିିକ ଅଧ୍ୟାପନା କରୁଥିବାବେଳେ ପଙ୍କଜିନୀଙ୍କୁ ବିବାହ କରିଥିଲେ। ପରିବାର ଭରଣପୋଷଣରେ ସମସ୍ୟା ଉପୁଜିବାରୁ ଅନ୍ୟ ଉପରେ ନିର୍ଭର ନ କରି କିଛି କରିବାର ଇଚ୍ଛା ଦୁହିଁଙ୍କୁ ଆଗକୁ ବଢ଼ିବାର ବାଟ ଦେଖାଇଥିଲା। ୨୦୧୩ରେ ୧୨ହଜାର ଟଙ୍କାରେ ଛୋଟ ଚାଳିଆଟିଏ କରି ଆରମ୍ଭ କରିଥିଲେ ଛତୁଚାଷ। ଏହି ଛତୁ ଏବେ ମୟୂରଭଞ୍ଜ ମସୃମ ନାମରେ ପ୍ରସିଦ୍ଧ ା ଋତୁ ଅନୁଯାୟୀ ଦୈନିକ ୨୫ରୁ ୩୫ କିଲୋ ଧିଙ୍ଗିରି ଓ ପାଳ ଛତୁ ଉପତ୍ାଦିତ ହେଉଥିବା ବେଳେ ଛତୁ ମଞ୍ଜି ଉପତ୍ାଦନ କରି ଗୁଣବତ୍ତା ଓ ଉପତ୍ାଦକତା ପାଇଁ ଜିଲାରେ ସେ ଏକ ନମ୍ବର ଛତୁ ମଞ୍ଜି ଉପତ୍ାଦନକାରୀ ସଂସ୍ଥା ଭାବେ ବିବେଚିତ ହୋଇପାରିଛନ୍ତି। ଉପତ୍ାଦିତ ଛତୁ ଓ ଛତୁମଞ୍ଜି ଜିଲା ତଥା ରାଜ୍ୟ ବାହାରେ ଏପରିକି ବାଂଲାଦେଶକୁ ମଧ୍ୟ ରପ୍ତାନୀ କରି ସଫଳତାର ଶ୍ରେୟ ସାଉଁଟୁଛନ୍ତି ା ପୂର୍ବରୁ ଛତୁ ମଞ୍ଜି ପାଇଁ ଜିଲାର ଚାଷୀଙ୍କୁ କଟକ ଓ ଭୁବନେଶ୍ୱର ଉପରେ ନିର୍ଭର କରିବାକୁ ପଡୁଥିଲା ା ଏବେ ନିଜ ଜିଲାରେ ଉନ୍ନତମାନର ଛତୁମଞ୍ଜି ପାଇ ବେଶ ଦୁଇପଇସା ଲାଭ ପାଉଛନ୍ତି ଚାଷୀମାନେ।
ଏହି ଦମ୍ପତି ନିଜର ଫାର୍ମରେ ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ରୋଜଗାର ଯୋଗାଇଥିବା ବେଳେ ଛତୁ ଚାଷ ସମ୍ପର୍କିତ ବିଭିନ୍ନ କୌଶଳର ଶିକ୍ଷାଦାନ ବା ତାଲିମ ପ୍ରଦାନ ପାଇଁ ରାଜ୍ୟ ସରକାର ସେମାନଙ୍କ ଫାର୍ମକୁ ପ୍ରୟୋଗଶାଳା ଭାବେ ବ୍ୟବହାର କରୁଛନ୍ତି। ଫାର୍ମରେ ପର୍ଯ୍ୟାୟ କ୍ରମରେ ଛତୁଚାଷ ତାଲିମ ଗ୍ରହଣ କରୁଛନ୍ତି ଜିଲାର ବେକାର ଯୁବତୀଯୁବକ। ଶିଶିର ଚନ୍ଦ୍ର ଅଧ୍ୟାପନା ଛାଡ଼ି ଏବେ ପ୍ରଶିକ୍ଷକ ଭାବେ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଷ୍ଟାର ସ୍ବରୋଜଗାର ଯୋଜନାରେ ତାଲିମ ପ୍ରଦାନ କରୁଛନ୍ତି। ଏହି ଦମ୍ପତିଙ୍କଠାରୁ ଚାଷ ସମ୍ବନ୍ଧୀୟ ତାଲିମ ନେଇ ୨୪ଶହ ସ୍ବୟଂ ସହାୟିକା ଗୋଷ୍ଠୀ ନିଜର ଗୁଜୁରାଣ ମେଣ୍ଟାଇ ପାରୁଛନ୍ତି। ବିଶେଷ ଭାବରେ କରୋନା କଟକଣା ସମୟରେ ବେକାର ଯୁବତୀ ଯୁବକଙ୍କୁ ଛତୁ ଚାଷ ତାଲିମ ପ୍ରଦାନ କରି ଆତ୍ମନିର୍ଭଶୀଳ କରାଇ ପାରିଥିବାରୁ ଆତ୍ମସନ୍ତୋଷ ମିଳୁଛି ବୋଲି କହିଛନ୍ତି ଏହି ଦମ୍ପତି ।


[mc4wp_form id="252536"] All Right Reserved By Dharitri.Com

Posted inମୟୂରଭଞ୍ଜ, ରାଜ୍ୟ View All

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି

ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍‌ଫୁସ୍‌ ଓ ବୃକକ୍‌ରେ...

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କସିବଣୀ ଗାଁକୁ ଛୁଇଁନି କରୋନା
Next Post Next post:
ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts