E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌
8:32 amJune 11, 2021

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌ ଏକ୍ସଚେଞ୍ଜ ପଦାକୁ ଆସିଛି। ଫଳରେ ଦେଶର ଅନ୍ୟ ଭାଗରେ ମଧ୍ୟ ଏପରି ବ୍ୟବସ୍ଥା ଚାଲିଥିଲା କି ବୋଲି ପ୍ରଶ୍ନ ଉଠିଛି। ଏହି ର଼୍ୟାକେଟର ରହସ୍ୟ ଉନ୍ମୋଚନ ସେନାର ଦକ୍ଷିଣ କମାଣ୍ଡ ସାମରିକ ଗୋଇନ୍ଦା ଶାଖା କରିଥିବା ନେଇ ଅଧିକାରୀମାନେ ଗୁରୁବାର ସୂଚନା ଦେଇଛନ୍ତି।
ସୂଚନାନୁସାରେ ସଦର୍ନ କମାଣ୍ଡର ମିଲିଟାରି ଇଣ୍ଟେଲିଜେନ୍ସ ଓ୍ବିଙ୍ଗ୍‌ କିଛି ସପ୍ତାହ ତଳେ ଏହି ର଼୍ୟାକେଟ ଧରିଥିଲା। ଜଣେ ପାକିସ୍ତାନୀ ଗୁପ୍ତଚର ନିଜକୁ ବରିଷ୍ଠ ଅଧିକାରୀ ଦର୍ଶାଇ ପୂର୍ବ ଭାରତର ଏକ ସେନା ପ୍ରତିଷ୍ଠାନ ସମ୍ପର୍କରେ ବିବରଣୀ ମାଗୁଥିଲେ। ଗୋଇନ୍ଦା ଅଧିକାରୀମାନେ ଅଧିକ ତଦନ୍ତରୁ ଜାଣିବାକୁ ପାଇଲେ ଯେ, ଅନ୍ୟ କେତେକ ମୁଭ୍‌ମେଣ୍ଟ କଣ୍ଟ୍ରୋଲ ଅଫିସ (ଏମ୍‌ସିଓ), ପ୍ରିନ୍ସିପାଲ କମ୍ପଟ୍ରୋଲର ଅଫ୍‌ ଡିଫେନ୍ସ ଆକାଉଣ୍ଟ (ପିସିଡିଏ)କୁ ମଧ୍ୟ ପାକିସ୍ତାନୀ ଗୁପ୍ତଚର କଲ୍‌ କରି ଏପରି ତଥ୍ୟ ମାଗିଥିଲେ। ସେନା ସମ୍ପର୍କରେ ତଥ୍ୟ ହାସଲ ପାଇଁ ପାକିସ୍ତାନୀ ଗୁପ୍ତଚର ଭାରତୀୟ ନାଗରିକଙ୍କୁ ବେଆଇନ୍‌ ଟେଲିଫୋନ୍‌ ଏକ୍ସଚେଞ୍ଜ ଜରିଆରେ ଯୋଗାଯୋଗ କରିବା ଖବର ସାମ୍ନାକୁ ଆସିବା ପରେ ସୁରକ୍ଷା ଚିନ୍ତା ବଢ଼ିଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ...

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ...

କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ
Next Post Next post:
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts