E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି
10:59 amJune 11, 2021

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏସ୍‌ଓଜି ଏବଂ ପୋଲିସର ମିଳିତ ଅପରେଶନରେ ଏହି ସଫଳତା ମିଳିଥିବା ଡିଜିପି ଅଭୟ ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି। ଏହି ଅପରେଶନରେ ବିଭିନ୍ନ ମାରଣାସ୍ତ୍ର ଏବଂ ଏକେ ୪୭ ଜବତ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All

୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ...

ଯୁବ ବିଜେଡି ଉପସଭାପତି ଗିରଫ

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ...

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ...

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...

ଏକ୍‌ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି

ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍‌ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍‌ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ
Next Post Next post:
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts