E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା
11:25 amJune 11, 2021

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା ଲାଗି ରହିଛି। ଇତିମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ଯୋଗୀ ଶୁକ୍ରବାର ସକାଳେ ତାଙ୍କ ବାସଭବନରେ ପହଞ୍ଚିଥିବା ଜଣାପଡ଼ିଛି। ସେଠାରେ ମୋଦି ଓ ଯୋଗୀଙ୍କ ମଧ୍ୟରେ ଏକ ବୈଠକ ଜାରି ରହିଛି। ଏହି ସମୟରେ ଦୁହିଁଙ୍କ ମଧ୍ୟରେ କେତେକ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହୋଇପାରେ ବୋଲି ଆକଳନ କରାଯାଉଛି। ଏହି ବୈଠକ ଉପରେ ଏବେ ଉତ୍ତରପ୍ରଦେଶ ସମେତ ସାରା ଦେଶର ନଜର ରହିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ପରେ ଯୋଗୀ ଆଦିତ୍ୟନାଥ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଭେଟିଥିଲେ। ପ୍ରାୟ ଦେଢ଼ଘଣ୍ଟା ଧରି ଦୁହିଁ ନେତାଙ୍କ ମଧ୍ୟରେ ବୈଠକ ଚାଲିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି...

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ

ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ...

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି
Next Post Next post:
ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts