E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
11:52 amJune 11, 2021

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସେହିପରି ରାଧାମୋହନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରାଧାମୋହନଙ୍କ ବିୟୋଗ ଓଡ଼ିଶାର ଜୈବିକ କୃଷିକ୍ଷେତ୍ରରେ ଅପୂରଣୀୟ କ୍ଷତି। ସେ ଜଣେ ବିଶିଷ୍ଟ ଗାନ୍ଧୀବାଦୀ ନେତା, ସମାଜସେବୀ, ସ୍ତମ୍ଭକାର ଓ ବୈପ୍ଳବିକ ଚାଷୀ ଥିଲେ।

ସୂଚନାଯୋଗ୍ୟ, ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତ୍ତନ ଆଣିଥିଲେ ରାଧାମୋହନ। ଜୈବିକ କୃଷି ସହିତ ସେ ପରିବେଶର ସୁରକ୍ଷା ନେଇ ଲୋକଙ୍କୁ ସଚେତନ କରୁଥିଲେ। ପୂର୍ବରୁ ସେ ଓ ସୂଚନା କମିଶନର ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଏଥିସହ ସେ ପୁରୀ ଏସ୍‌ସିଏସ୍‌ କଲେଜରେ ମଧ୍ୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିଲେ।

 

 


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ...

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍‌ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ...

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା...

ରକ୍ତ ସଂଗ୍ରହରେ କରୋନା ବାଧକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍‌ଡାଉନ୍‌ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ...

ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ

ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍‌ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି
Next Post Next post:
ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts