ଛତ୍ରପୁର,୧୧।୬(ଡି.ଏନ୍.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ଶୁକ୍ରବାର ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ ସହ ବିକ୍ଷୋଭ କରିଛନ୍ତି । ଦର କମ ନ ହେଲେ ଆଗାମୀ ଦିନରେ ସେମାନେ ରାଜରାସ୍ତାକ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...
ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ
ଦିଗପହଣ୍ଡି,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ...
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...
ଡିଭାଇଡରରେ ପିଟିହେଲା କାର୍: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ର ପି.ଲକ୍ଷ୍ମୀ (୪୫)...
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ
ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...
ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…
କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ...
ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ
ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...
ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ...


