E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..
1:18 pmJune 11, 2021

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା ଦେଇ ପ୍ରପୋଜ କରେ ତ କିଏ କେକ୍‌ରେ ମୁଦି ରଖି ସାଥୀଙ୍କୁ ବିବାହ ପ୍ରସ୍ତାବ ଦେଇଥାନ୍ତି। ହେଲେ ଆମେ ଆପଣଙ୍କୁ ଏଭଳି ଜଣେ ଯୁବକଙ୍କ କାହାଣୀ ବିଷୟରେ କହିବୁ ଯିଏ ଅତି ନିଆରା ଢ଼ଙ୍ଗରେ ନିଜର ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଇଛନ୍ତି।

ପିଏଚ୍‌ଡି କରୁଥିବା ହନାନଙ୍କୁ ଗୁପ୍‌ଚୁପ୍‌ ବହୁତ ପସନ୍ଦ। ଯେଉଁ ସମୟରେ ବି ତାଙ୍କୁ ଗୁପ୍‌ଚୁପ୍‌ ଦେଲେ ସେ ଖାଇ ନେଇଥାନ୍ତି। ଏହାକୁ ନଜରରେ ରଖି ତାଙ୍କ ପ୍ରେମିକ ଗୁପ୍‌ଚୁପ୍‌ରେ ମୁଦି ଭର୍ତ୍ତି କରି ପ୍ରେମ ନିବେଦନ କରିଥିଲେ। ଏହା ଦେଖି ହନାନ ଖୁସିରେ ଆତ୍ମହରା ହୋଇଯାଇଥିଲେ। କାରଣ ସେ ଏଭଳି କଥାକୁ କେବେ ବି କଳ୍ପନା କରି ନ ଥିଲେ।

ଏନେଇ ଟୁଇଟ୍‌ କରି ହନାନ ଲେଖିଥିଲେ, ମୁଁ ଗୁପ୍‌ଚୁପ୍‌କୁ ବା କିଭଳି ମନା କରିପାରିବି। ଏହାଦେଖି ସେ ପ୍ରସ୍ତାବରେ ହଁ ଭରିଥିବା ସ୍ପଷ୍ଟ ହୋଇଥିଲା। ଏହି ଟୁଇଟ୍‌ ଭାଇରାଲ ହେବା ପରେ ଲୋକମାନେ ଉଭୟଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୧୫ ମିନିଟ୍‌ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର

ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ...

ସିମ୍‌ କାର୍ଡ କୋଣ କାହିଁକି କଟାଥାଏ: ଜାଣନ୍ତୁ ରହସ୍ୟ

ବିଶ୍ୱରେ ଏପରି କୌଣସି ମୋବାଇଲ ନାହିଁ, ଯାହା ସିମ କାର୍ଡ ବିନା ଚାଲିଥାଏ। ପ୍ରତ୍ୟେକ ଫୋନରେ ସିମ ସ୍ଲଟ ରହିଛି। ସିମ କାର୍ଡର ନିଜସ୍ବ ଆକାର...

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍‌ ଦେଲେ ବ୍ୟକ୍ତି; ବିଲ୍‌ ଦେଖି ଚକିତ ହେଲେ….

ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ।...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ

ଏକ ରକେଟ୍‌ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍‌ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍‌ ଓ୍ବାଇନର ୧୨ଟି...

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ...

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ
Next Post Next post:
ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts